Posted inଜାତୀୟ

ନିର୍ବାଚନ କମିଶନଙ୍କୁ ମମତାଙ୍କ ଚେତାବନୀ: ଦିଲ୍ଲୀରେ ହେବ SIR ଲଢେଇ

ନୂଆଦିଲ୍ଲୀ,୨।୨: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ନିର୍ବାଚନ କମିଶନଙ୍କୁ କଡା ଚେତାବନୀ ଦେଇଛନ୍ତି ମମତା ବାନାର୍ଜୀ। ସେ ଅଭିଯୋଗ କରିଛନ୍ତି ଯେ, ସ୍ପେଶାଲ ଇନଟେନସିଭ ରିଭିଜନ୍ (SIR) ନାମରେ ପ୍ରକୃତ ଭୋଟରଙ୍କ ନାମ ତାଲିକାରୁ ବାଦ୍ ଦିଆଯାଉଛି।

ଏହି ପ୍ରସଙ୍ଗରେ ସୋମବାର ନୂଆଦିଲ୍ଲୀରେ ନିର୍ବାଚନ କମିଶନଙ୍କୁ ଭେଟିବା ପରେ ମମତା କହିଛନ୍ତି ଯେ, ସେ ଲକ୍ଷ ଲକ୍ଷ ଲୋକଙ୍କୁ ଦିଲ୍ଲୀ ଆଣି ନିର୍ବାଚନ କମିଶନଙ୍କ ସମ୍ମୁଖରେ ପ୍ୟାରେଡ୍ କରାଇପାରିବେ। ଏଥିସହ ସେ ଭାଜପା ଶାସିତ ଆସାମର ଉଦାହରଣ ଦେଇ ପ୍ରଶ୍ନ କରିଛନ୍ତି ଯେ, ଯେଉଁଠାରେ ବେଆଇନ ଅନୁପ୍ରବେଶ ଏକ ବଡ଼ ସମସ୍ୟା, ସେଠାରେ କାହିଁକି SIR କାର୍ଯ୍ୟକାରୀ କରାଗଲା ନାହିଁ?

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ବାତାବରଣ ସରଗରମ ଥିବାବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ନିର୍ବାଚନ କମିଶନଙ୍କୁ ଟାର୍ଗେଟ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, SIR ବ୍ୟବସ୍ଥା ଜରିଆରେ ବିରୋଧୀ ଦଳର ସମର୍ଥକ ଓ ସାଧାରଣ ନାଗରିକଙ୍କୁ ଭୋଟ ଦେବାର ଅଧିକାରରୁ ବଞ୍ଚିତ କରାଯାଉଛି।

କେବଳ ପଶ୍ଚିମବଙ୍ଗକୁ ହିଁ କାହିଁକି ଟାର୍ଗେଟ କରାଯାଉଛି ବୋଲି ସେ ପ୍ରଶ୍ନ କରିବା ସହ ଏହାକୁ ଏକ ‘ରାଜନୈତିକ ଷଡ଼ଯନ୍ତ୍ର’ ବୋଲି ଅଭିହିତ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ମଧ୍ୟ ହୋଇଛନ୍ତି। ବିରୋଧୀ ଭାଜପା ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ତାଲିକାରୁ ଭୂତ ଭୋଟରଙ୍କୁ ବାଦ୍ ଦେବା ପାଇଁ ଏହା ଏକ ଜରୁରୀ ପଦକ୍ଷେପ ବୋଲି ଦର୍ଶାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri