ଶେଖ ହସିନାଙ୍କୁ ଶରଣ ଦେବ ଭାରତ? ବିଶେଷଜ୍ଞ କହିଲେ ଯଦି ଏଭଳି ହୁଏ, ତେବେ..

ନୂଆଦିଲ୍ଲୀ,୫।୮: ବାଂଲାଦେଶ ହିଂସା ମଧ୍ୟରେ ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହିତ ଦେଶ ଛାଡିଦେଇଛନ୍ତି। ସୂତ୍ର ଅନୁସାରେ, ଶେଖ ହସିନା ଭାରତ ଆସିପାରନ୍ତି। ଏକ୍ସପର୍ଟଙ୍କ କହିବାନୁଯାୟୀ, ହସିନା ଦିଲ୍ଲୀ ଆସିବା ଭାରତ ପାଇଁ ସମସ୍ୟା ସୃଷ୍ଟି କରିପାରେ।

ମେଜର ଜେନେରାଲ ସଞ୍ଜୟ ମେଷ୍ଟନ କହିଛନ୍ତି, ଏବେ ଶେଖ ହସିନାଙ୍କୁ ବିରୋଧ କରାଯାଉଛି। ଦେଶରେ ଲିଡର ଯେଉଁ ପଲିସି ଲାଗୁ କରିବେ, ତାହାର ପରିଣାମ ତାଙ୍କୁ ଭୋଗିବାକୁ ପଡ଼ିଥାଏ। ତେବେ ଏହି ପ୍ରଦର୍ଶନରୁ ଜଣାପଡୁଛି ଲୋକମାନେ ଶେଖ ହସିନାଙ୍କ ଉପରେ ଅସନ୍ତୋଷ ଅଛନ୍ତି। ଖାସ୍‌ କରି ଜାନୁଆରୀରେ ହୋଇଥିବା ନିର୍ବାଚନ ପରେ ସ୍ପଷ୍ଟ ହୋଇଯାଇଥିଲା କି ଅସ୍ଥିରତା ଆସିପାରେ।

ଶେଖ ହସିନା ଦିଲ୍ଲୀ ଆସିବା ପ୍ରଶ୍ନରେ ସେ କହିଛନ୍ତି, ହଦି ସେ ଦିଲ୍ଲୀ ଆସନ୍ତି, ତେବେ ଏହା ଏକ ଇଣ୍ଟରନ୍ୟାଶନାଲ ଡିବେଟ୍‌ ହୋଇଯିବ। କିଛି ଲୋକ କହିବେ ଏହା ଭଲ, ଆଉ କିଛି କହିବେ ଏହା ଖରାପ। କାରଣ ଏହା ବାଂଲାଦେଶର ଏକ ଆଭ୍ୟନ୍ତରୀଣ ବିଷୟ। ତାଙ୍କର ଭାରତ ଆସିବା ବହୁତ ବଡ଼ ପ୍ରସଙ୍ଗ ହେବ। କାରଣ ସେଠାର ବିପକ୍ଷ ପାର୍ଟି ଆମ ଦେଶର ବିରୋଧୀ ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri