ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା ସାଙ୍ଗକୁ ଦଳୀୟ ଉତ୍ତରୀୟ ଦେଇ ଭବ୍ୟ ସ୍ବାଗତ କରିଥିଲେ। ଅନ୍ୟପକ୍ଷେ ଟିକେଟ କଟିବା ପରେ କିଛି ଦିନ ପରେ ପ୍ରବୋଧ କଂଗ୍ରେସରୁ ଇସ୍ତଫା ଦେଇଥିଲେ।

ତଳସରା ବିଧାନସଭା ଆସନ ପାଇଁ ପ୍ରଥମେ କଂଗ୍ରେସ ପ୍ରବୋଧଙ୍କୁ ଟିକେଟ ଦେଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ଟିକେଟ କାଟି ଦିଆଯାଇଥିଲା। ଏପରିକି ପ୍ରାର୍ଥୀ ବଦଳାଇ ଦେବାରୁ ସେ କାନ୍ଦିଥିଲେ।

ଗୁରୁବାର ସୋନପୁରଠାରେ ଭାଜପାର ବିଜୟ ସଂକଳ୍ପ ସଭାରେ ଅମିତ ଶାହାଙ୍କ ଗସ୍ତ ସମୟରେ ପ୍ରବୋଧ ଭାଜପାରେ ସାମିଲ ହୋଇଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ଏବଂ ବଲାଙ୍ଗୀର ଏମ୍‌ପିଙ୍କ ସମେତ ରାଜ୍ୟ ଭାଜପା ନେତୃବୃନ୍ଦ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକଳାପରେ ଅନୁପ୍ରାଣିତ ହୋଇ ଭାଜପାରେ ପ୍ରବୋଧ ସାମିଲ ହୋଇଥିବା ଦଳ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ପ୍ରବୋଧଙ୍କୁ ଦଳ କେଉଁ ଆସନରୁ ଟିକେଟ ଦେବ ସେନେଇ ଏବେ ଆଲୋଚନା ଆରମ୍ଭ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri