Posted inଜାତୀୟ

ମୋ ସହିତ ଦୌଡ଼ି ପାରିବେ: ମୋଦିଙ୍କୁ ସିଦ୍ଧରାମୈୟାଙ୍କ ଚ୍ୟାଲେଞ୍ଜ…

ବେଙ୍ଗାଲୁରୁ,୩୦।୪ : କଂଗ୍ରେସର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମୈୟା ତାଙ୍କ ସହ ଦୌଡ଼ି ପାରିବେ କି ବୋଲି ପଚାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କର୍ନାଟକରେ ଏକ ରାଲିରେ କହିଥିଲେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସକ୍ରିୟ ରାଜନୀତିରୁ ଅବସର ନେବାକୁ କହି ଭୋଟ ମାଗୁଛନ୍ତି।
ସିଦ୍ଧରାମୈୟାଙ୍କ ଗତ ବର୍ଷ ଭାରତ ଯୋଡା ଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ଚାଲିଥିବାର ଏକ ଭିଡିଓ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ୟାଗ କରିଛନ୍ତି।

ରାଜନୀତିରୁ ଅବସର ନେବାର ବାହାନା କରି ଯେଉଁମାନେ ଭୋଟ ଚାହୁଁଛନ୍ତି ସେମାନଙ୍କ ବିଷୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ଉତ୍ତରରେ ସେ ଟୁଇଟ କରି କହିଛନ୍ତି, ଆପଣ, କ୍ଳାନ୍ତ ଥିବାରୁ ବିଏସ ୟେଦୁରପ୍ପାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ଦେଇଛନ୍ତି କି? ତା’ପରେ ଆପଣ ତାଙ୍କୁ ଅନୁରୋଧ କରିଛନ୍ତି, ନିର୍ବାଚନରେ ଆପଣଙ୍କ ପାଇଁ ପ୍ରଚାର କରନ୍ତୁ। ଆସନ୍ତୁ, ଆପଣ ଏବଂ ମଧ୍ୟରେ ଏକ ଦୌଡ଼ ହୋଇ ଯାଉ। ଦେଖିବା କିଏ ଥକି ଯାଇଛି। ମୋର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ମୁଁ ଲୋକମାନଙ୍କର ସେବା କରିବି ବୋଲି ସିଦ୍ଧରାମୈୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri