Posted inଜାତୀୟ

ଭାରତରୁ ବିମାନ ବାତିଲ କଲା ଏହି ଦେଶ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ବର୍ତ୍ତମାନ ଚିନ୍ତା ବଢ଼ାଇଛି। ଏଭଳିସ୍ଥତିରେ ଭାରତରୁ ଯାଉଥିବା ସବୁ ଫ୍ଲାଇଟକୁ କାନାଡା ବାତିଲ କରିଦେଇଛି। କାନାଡା ଭାରତ ଉପରେ ୩୦ ଦିନର ବ୍ୟାନ୍‌ ଲଗାଇଛି। ଏପରି କି ପାକିସ୍ତାନରୁ ଯାଉଥିବା ବିମାନ ଉପରେ ମଧ୍ୟ କାନାଡା କଟକଣା ଲଗାଇଛି। ବର୍ତ୍ତମାନ ୟୁନାଇଟେଡ୍‌ ଆରବ ଏମିରେଟ୍ସ, ବ୍ରିଟେନ ଏବଂ ହଂକଂ ଭଳି ଦେଶ ଭାରତରୁ ବିମାନ ସେବାକୁ ବାତିଲ କରିଛନ୍ତି। କରୋନ ସଂକ୍ରମଣ ବଢୁଥିବାରୁ ବିମାନ କଟକଣା କଡ଼ାକଡ଼ି କରିବାକୁ ସିଙ୍ଗାପୁର ଏବଂ ଇଣ୍ଡୋନେସିଆ ମଧ୍ୟ ନିଷ୍ପତ୍ତି ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri