କାନାଡାରେ ପହଞ୍ଚିଲା ‘ଓମିକ୍ରନ’

ଓଟାୱା,୨୯ ।୧୧: କରୋନା ଭାଇରସର ନୂଆ ରୂପ ‘ଓମିକ୍ରନ’ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ସବୁ ଭାରିଏଣ୍ଟଠାରୁ ଏହା ମାରାତ୍ମକ ବୋଲି ବିଶେଷଜ୍ଞମାନେ କହିବା ପରେ ଲୋକେ ଆତଙ୍କିତ ହୋଇଯାଇଛନ୍ତି । ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ‘ଓମିକ୍ରନ’ ଏବେ କିଛି ଦେଶରେ ପହଞ୍ଚିଲାଣି । କରୋନା ଭାଇରସର ଏହି ନୂଆ ରୂପ ଏବେ କାନାଡାରେ ପହଞ୍ଚିଥିବା ଜଣାପଡିଛି । ଏଠାରେ ୨ ବ୍ୟକ୍ତି ଓମିକ୍ରନ ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ନାଇଜେରିଆରୁ ଫେରିଥିବା ଏହି ଦୁଇ ବ୍ୟକ୍ତି କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’ ଦ୍ୱାରା ସଂକ୍ରମିତ ହୋଇଥିବା ସୂଚନା ରହିଛି । ସୂଚନାଯୋଗ୍ୟ, ବିଭିନ୍ନ ଦେଶରୁ କରୋନା ସଂକ୍ରମଣ ଧୀରେ ଧୀରେ କମି ଆସୁଥିବା ବେଳେ ଏବେ ଏହି ନୂଆ ଭାରିଏଣ୍ଟ ପୁଣିଥରେ ଚିନ୍ତାର କାରଣ ପାଲଟିଛି । ଏହା ଡେଲ୍ଟାଠାରୁ ବି କ୍ଷତିକାରକ ବୋଲି ଜଣାପଡିଛି । ତେଣୁ ପୂର୍ବାପେକ୍ଷା ଆମକୁ ଅଧିକ ସତର୍କ ରହିବା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri