କାନାଡାରେ ପହଞ୍ଚିଲା ‘ଓମିକ୍ରନ’

ଓଟାୱା,୨୯ ।୧୧: କରୋନା ଭାଇରସର ନୂଆ ରୂପ ‘ଓମିକ୍ରନ’ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ସବୁ ଭାରିଏଣ୍ଟଠାରୁ ଏହା ମାରାତ୍ମକ ବୋଲି ବିଶେଷଜ୍ଞମାନେ କହିବା ପରେ ଲୋକେ ଆତଙ୍କିତ ହୋଇଯାଇଛନ୍ତି । ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ ହୋଇଥିବା ‘ଓମିକ୍ରନ’ ଏବେ କିଛି ଦେଶରେ ପହଞ୍ଚିଲାଣି । କରୋନା ଭାଇରସର ଏହି ନୂଆ ରୂପ ଏବେ କାନାଡାରେ ପହଞ୍ଚିଥିବା ଜଣାପଡିଛି । ଏଠାରେ ୨ ବ୍ୟକ୍ତି ଓମିକ୍ରନ ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ନାଇଜେରିଆରୁ ଫେରିଥିବା ଏହି ଦୁଇ ବ୍ୟକ୍ତି କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’ ଦ୍ୱାରା ସଂକ୍ରମିତ ହୋଇଥିବା ସୂଚନା ରହିଛି । ସୂଚନାଯୋଗ୍ୟ, ବିଭିନ୍ନ ଦେଶରୁ କରୋନା ସଂକ୍ରମଣ ଧୀରେ ଧୀରେ କମି ଆସୁଥିବା ବେଳେ ଏବେ ଏହି ନୂଆ ଭାରିଏଣ୍ଟ ପୁଣିଥରେ ଚିନ୍ତାର କାରଣ ପାଲଟିଛି । ଏହା ଡେଲ୍ଟାଠାରୁ ବି କ୍ଷତିକାରକ ବୋଲି ଜଣାପଡିଛି । ତେଣୁ ପୂର୍ବାପେକ୍ଷା ଆମକୁ ଅଧିକ ସତର୍କ ରହିବା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ହରାଇବା ପାଇଁ ‘ମେଗାପ୍ଲାନ୍‌’ ଉପରେ ଚର୍ଚ୍ଚା: ପ୍ରତିରକ୍ଷାମନ୍ତ୍ରୀଙ୍କ ଘରେ ବସିଲା ବୈଠକ

ନୂଆଦିଲ୍ଲୀ,୩।୪: ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶୁକ୍ରବାର ମୋଦିଙ୍କ ଭିଡିଓ ବାର୍ତ୍ତା ପରେ ଏହା ବିରୋଧରେ ମୁକାବିଲା ପାଇଁ କେନ୍ଦ୍ରୀୟ ମନ୍ତ୍ରୀମାନଙ୍କର...

ରେଷ୍ଟୁରାଣ୍ଟ କର୍ମଚାରୀଙ୍କୁ ଟିପ୍ସରେ ମିଳିଲା ଏତେ ଟଙ୍କା, ଯେଉଁଥିରେ କିଣାଯାଇପାରିବ କାର

ସମଗ୍ର ବିଶ୍ୱରେ ଖ୍ରୀଷ୍ଟମାସ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଥିବା ବେଳେ ଆମେରିକାସ୍ଥିତ ଓହିଓର ଏକ ରେଷ୍ଟୁରାଣ୍ଟର କର୍ମଚାରୀଙ୍କ ଖୁସି ଦୁଇଗୁଣ ବଢ଼ି ଯାଇଛି। ଏପରିକି ଜଣେ...

୨.୯ ନିୟୁତ ଡଲାର ପଠାଇଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୭ା୪(ଆଇଏଏନ୍‌ଏସ୍‌) : ମହାମାରୀ କରୋନା ବିରୋଧରେ ଭାରତର ଲଢ଼େଇକୁ ଜୋର୍‌ଦାର କରିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ୨.୯ ନିୟୁତ ଡଲାର ସହାୟତା...

ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

କରୋନା କାଳରେ ବଢ଼ିଛି ଆତ୍ମହତ୍ୟା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଆତ୍ମହତ୍ୟାଜନିତ ମୃତ୍ୟୁ ଏବେ ଚିନ୍ତା ବଢ଼ାଇଛି। ଗତ କିଛିବର୍ଷ ହେବ ବିଶେଷକରି କରୋନା କାଳରେ ରାଜଧାନୀରେ ଆତ୍ମହତ୍ୟା ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପାରିବାରିକ...

ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ...

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ...

ଉତ୍ପାତ କରୁଥିବା ୨୦୦ ମାଙ୍କଡ଼ଙ୍କ ପାଇଁ ଅଜବ ନିଷ୍ପତ୍ତି ନେଲେ ସରକାର

ଥାଇଲାଣ୍ଡରେ ଦଳେ ମାଙ୍କଡ଼ ଏଭଳି ଉତ୍ପାତ କଲେ ଯେ, ସେଠାକାର ସରକାର ଏକ ଅଜବ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ ବନ୍ୟଜନ୍ତୁଙ୍କ ବିରୋଧରେ...

Advertisement


Archives

Model This Week