କାନାଡା ହିନ୍ଦୁ ମନ୍ଦିରରେ ପୁଣି ଭଙ୍ଗାରୁଜା…

ଅଟଓ୍ବା,୧୩।୮ : ପୁଣି ଥରେ କାନାଡାରେ ଏକ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରାଯାଇଛି। ଖାଲିସ୍ତାନ ସମର୍ଥକମାନେ ଏହା କରିଥିବା ଅଭିଯୋଗ ହୋଇଛି। କାରଣ ଅତୀତରେ ନିହତ ହୋଇଥିବା ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ପୋଷ୍ଟର ମନ୍ଦିର ଦ୍ୱାରରେ ଲଗାଯାଇଥିଲା। ଏହି ଘଟଣା କାନାଡାର ବ୍ରିଟିଶ କଲମ୍ବିଆ ପ୍ରଦେଶରେ ଘଟିଛି।

ଟାର୍ଗେଟ କରାଯାଇଥିବା ଏହି ମନ୍ଦିର ହେଉଛି ସୁରେଠାରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିର। ଏହା ବ୍ରିଟିଶ କଲମ୍ବିଆ ପ୍ରଦେଶର ସର୍ବ ପୁରାତନ ଏବଂ ବୃହତ୍ତମ ହିନ୍ଦୁ ମନ୍ଦିର । ଖଲିସ୍ତାନ ପୋଷ୍ଟର ମନ୍ଦିରର ଫାଟକରେ ଲଗାଯାଇଛି ଯେଉଁଥିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ଫଟୋ ମଧ୍ୟ ଦେଖିବାକୁ ମିଳୁଛି। ପୋଷ୍ଟରରେ ଏହା ଲେଖାଯାଇଛି ଜୁନ ୧୮ ହତ୍ୟା ଘଟଣାରେ କାନାଡା ଭାରତର ଭୂମିକା ଅନୁସନ୍ଧାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri