ରୁଷିଆ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଲା କାନାଡା

ଓଟାୱା,୧ ।୩: କାନାଡା ରୁଷିଆ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛି । କନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏହି ଘୋଷଣା କରିଛନ୍ତି । ସମାଚାର ଏଜେନ୍ସି ଏଏଫପି ପକ୍ଷରୁ ଏହି ସୂଚନା ଦିଆଯାଇଛି । ରୁଷିଆ ଉପରେ ଲାଗିଥିବା ଏହି ପ୍ରତିବନ୍ଧକ ସେହି ନୀତିର ଅଂଶ ଯାହା ୟୁକ୍ରେନ ଉପରେ ଆକ୍ରମଣ କରିବା ପାଇଁ ରୁଷିଆ ଉପରେ ଭିନ୍ନ ଭିନ୍ନ ପ୍ରତିବନ୍ଧକ ଲଗାଯାଇଛି । ସମସ୍ତ ପଶ୍ଚିମ ଓ ୟୁରୋପୀୟ ଦେଶ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ ପ୍ରତିବନ୍ଧକ ଲଗାଇ ଚାଲିଛନ୍ତି ।
ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି ବି ଲଗାତାର ଭାବେ ଅନ୍ୟ ଦେଶକୁ ରୁଷିଆ ଉପରେ ପ୍ରତିବନ୍ଧକ ଲଗାଇବାକୁ ଅପିଲ କରି ଚାଲିଛନ୍ତି । ସୂଚନାଯୋଗ୍ୟ, ଜେଲନସ୍କି ବିଶ୍ୱର ସମସ୍ତ ବିମାନ ବନ୍ଦର ଓ ପୋର୍ଟରେ ରୁଷିଆ ପାଇଁ ପ୍ରତିବନ୍ଧକ ଲଗାଇବକାକୁ ଅପିଲ କରିଛନ୍ତି । ଏହା ବ୍ୟତୀତ ରୁଷିଆ ମିଶାଇଲ, ବିମାନ ଓ ହେଲିକପ୍ଟର ପାଇଁ ନୋ-ଫ୍ଲାଇ ଜୋନ ପାଇଁ ବି ଅପିଲ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri