Posted inଜାତୀୟ

କାନାଡା ଖଲିସ୍ତାନୀଙ୍କୁ ପାଣ୍ଠି ଯୋଗାଉଛି ଆଇଏସଆଇ…

ନୂଆଦିଲ୍ଲୀ,୨୦।୯ : ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ସୁରକ୍ଷା ଦେବା ପାଇଁ ଅନ୍ତର୍ଜାତୀୟ ସ୍ତରରେ କାନାଡା ସରକାରଙ୍କ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେଉଛି। ଏଥି ସହିତ ଭାରତ ସହ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ଏହି ସମୟରେ ଗୁପ୍ତଚର ସୂତ୍ରରୁ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି ଯେ କାନାଡାର ଖାଲିସ୍ତାନୀ, ବିଶେଷକରି ଲିବରାଲ ପାର୍ଟି ଏବଂ ନ୍ୟୁ ଡେମୋକ୍ରାଟିକ ପାର୍ଟି, ଭାନକୋଭରରେ ପାକିସ୍ତାନର ଇଣ୍ଟର-ସର୍ଭିସେସ ଇଣ୍ଟେଲିଜେନ୍ସ (ଆଇଏସଆଇ) ଏଜେଣ୍ଟମାନଙ୍କଠାରୁ ନିୟମିତ ପାଣ୍ଠି ଗ୍ରହଣ କରୁଛନ୍ତି। ସୂତ୍ରରୁ ପ୍ରକାଶ ଖାଲିସ୍ତାନୀ ଉପାଦାନଗୁଡ଼ିକ ଛାତ୍ରୀଛାତ୍ରମାନଙ୍କଠାରୁ ଇମିଗ୍ରେତଶନ ନାମରେ ଟଙ୍କା ନେଉଛନ୍ତି ଏବଂ ଏହାକୁ ଭାରତ ବିରୋଧୀ ପ୍ରଚାର ପାଇଁ ବ୍ୟବହାର କରୁଛନ୍ତି।

ଏହା ବ୍ୟତୀତ ସୂଚନା ମଧ୍ୟ ସାମ୍ନାକୁ ଆସିଛି ଯେଉଁ ଛାତ୍ରୀଛାତ୍ରମାନେ କାନାଡାରୁ ଭାରତ ଫେରିବାକୁ ଚାହୁଁନାହାଁନ୍ତି ସେମାନେ ଖାଲିସ୍ତାନୀ ଗୋଷ୍ଠୀ ଦ୍ୱାରା ଭାରତ ଏବଂ କାନାଡାର ଭାରତୀୟ ଉଚ୍ଚ ଆୟୋଗ ବିରୋଧରେ ବିରୋଧ ପ୍ରଦର୍ଶନ କରିବାରେ କରାଯାଉଛି। ତେବେ ପୁରାତନ କାନାଡିୟମାନେ ଖାଲିସ୍ତାନୀ ଗୋଷ୍ଠୀକୁ ସମର୍ଥନ କରିବା ସପକ୍ଷରେ ନାହାଁନ୍ତି। କିନ୍ତୁ ନୂତନ ଗୋଷ୍ଠୀ ସେମାନଙ୍କ ସ୍ବାର୍ଥ ପାଇଁ ସେମାନଙ୍କୁ ସହଯୋଗ କରୁଛନ୍ତି। ସୂତ୍ର ଆହୁରି ମଧ୍ୟ କହିଛି ୨୦୨୧ ମସିହାରେ ନୂଆଦିଲ୍ଲୀରେ ଥିବା ପ୍ରମୁଖ କୃଷି ବିଲ ଉପରେ କୃଷକଙ୍କ ବିରୋଧ କାନାଡା ଏବଂ ପାକିସ୍ତାନ ସରକାରଙ୍କ ଦ୍ୱାରା ସମର୍ଥିତ ଖାଲିସ୍ତାନୀ ଉପାଦାନ ଦ୍ୱାରା ପ୍ରୋତ୍ସାହିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri