ପୁଣି ନୂଆ ଷଡ଼ଯନ୍ତ୍ର କଲା କାନାଡା, ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଦେଲା, ଯାହାକୁ ନେଇ…

ଓଟାଓ୍ବା,୨୧।୧୧: ଦୀର୍ଘ ଦିନ ଧରି ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କ ତିକ୍ତ ହୋଇ ରହିଛି। ଭାରତ ବିରୋଧରେ ଲଗାତାର ମିଥ୍ୟା ଅଭିଯୋଗ କରିଆସୁଥିବା କାନାଡା ସରକାର ଏବଂ ସେଠାରେ ଥିବା ଗଣମାଧ୍ୟମ ଏ ପର୍ଯ୍ୟନ୍ତ ଅଟକି ନାହାଁନ୍ତି। ଜଷ୍ଟିନ ଟ୍ରୁଡୋଙ୍କ କାନାଡିୟ ଗଣମାଧ୍ୟମ ଭାରତ ସରକାରଙ୍କ ବିରୋଧରେ ଏକ ନୂଆ ଷଡଯନ୍ତ୍ର ରଚିଛି। ବୁଧବାର (୨୦ ନଭେମ୍ବର) କାନାଡାର ଏକ ଖବରକାଗଜରେ ପ୍ରକାଶିତ ରିପୋର୍ଟକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ରିପୋର୍ଟରେ ଅଭିଯୋଗ ହୋଇଛି ଯେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା ଷଡଯନ୍ତ୍ର ବିଷୟରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାଣିଥିଲେ।

ଅନ୍ୟପଟେ ଏଭଳି ଗଣମାଧ୍ୟମର ରିପୋର୍ଟକୁ ହାସ୍ୟାସ୍ପଦ ବୋଲି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଶଧୀର ଜୟସ୍ବାଲ ଏହା ଉପରେ କହିଛନ୍ତି, ଆମେ ସାଧାରଣତଃ ମିଡିଆ ରିପୋର୍ଟ ଉପରେ କୌଣସି ମନ୍ତବ୍ୟ ଦେଉନାହୁଁ। କାନାଡାର ସରକାରୀ ସୂତ୍ରରୁ ଖବରକାଗଜକୁ ଦିଆଯାଇଥିବା ଏପରି ହାସ୍ୟାସ୍ପଦ ବକ୍ତବ୍ୟକୁ ଅବମାନନା ସହିତ ଖାରଜ କରାଯିବା ଉଚିତ ବୋଲି ସେ କହିଛନ୍ତି। ସେ କହିଛନ୍ତି, ଏପରି ଅପମାନଜନକ ଅଭିଯାନ ଆମର ପୂର୍ବରୁ ଥିବା ତିକ୍ତ ସମ୍ପର୍କକୁ ଅଧିକ କ୍ଷତି ପହଞ୍ଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri