ପୁଣି ନୂଆ ଷଡ଼ଯନ୍ତ୍ର କଲା କାନାଡା, ମୋଦି ସରକାରଙ୍କୁ ନେଇ ବଡ଼ କଥା କହିଦେଲା, ଯାହାକୁ ନେଇ…

ଓଟାଓ୍ବା,୨୧।୧୧: ଦୀର୍ଘ ଦିନ ଧରି ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କ ତିକ୍ତ ହୋଇ ରହିଛି। ଭାରତ ବିରୋଧରେ ଲଗାତାର ମିଥ୍ୟା ଅଭିଯୋଗ କରିଆସୁଥିବା କାନାଡା ସରକାର ଏବଂ ସେଠାରେ ଥିବା ଗଣମାଧ୍ୟମ ଏ ପର୍ଯ୍ୟନ୍ତ ଅଟକି ନାହାଁନ୍ତି। ଜଷ୍ଟିନ ଟ୍ରୁଡୋଙ୍କ କାନାଡିୟ ଗଣମାଧ୍ୟମ ଭାରତ ସରକାରଙ୍କ ବିରୋଧରେ ଏକ ନୂଆ ଷଡଯନ୍ତ୍ର ରଚିଛି। ବୁଧବାର (୨୦ ନଭେମ୍ବର) କାନାଡାର ଏକ ଖବରକାଗଜରେ ପ୍ରକାଶିତ ରିପୋର୍ଟକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ରିପୋର୍ଟରେ ଅଭିଯୋଗ ହୋଇଛି ଯେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା ଷଡଯନ୍ତ୍ର ବିଷୟରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାଣିଥିଲେ।

ଅନ୍ୟପଟେ ଏଭଳି ଗଣମାଧ୍ୟମର ରିପୋର୍ଟକୁ ହାସ୍ୟାସ୍ପଦ ବୋଲି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଶଧୀର ଜୟସ୍ବାଲ ଏହା ଉପରେ କହିଛନ୍ତି, ଆମେ ସାଧାରଣତଃ ମିଡିଆ ରିପୋର୍ଟ ଉପରେ କୌଣସି ମନ୍ତବ୍ୟ ଦେଉନାହୁଁ। କାନାଡାର ସରକାରୀ ସୂତ୍ରରୁ ଖବରକାଗଜକୁ ଦିଆଯାଇଥିବା ଏପରି ହାସ୍ୟାସ୍ପଦ ବକ୍ତବ୍ୟକୁ ଅବମାନନା ସହିତ ଖାରଜ କରାଯିବା ଉଚିତ ବୋଲି ସେ କହିଛନ୍ତି। ସେ କହିଛନ୍ତି, ଏପରି ଅପମାନଜନକ ଅଭିଯାନ ଆମର ପୂର୍ବରୁ ଥିବା ତିକ୍ତ ସମ୍ପର୍କକୁ ଅଧିକ କ୍ଷତି ପହଞ୍ଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri