ଭାରତ ସହ ବିବାଦ ମଧ୍ୟରେ କାନାଡ଼ାର ବଡ଼ ନିଷ୍ପତ୍ତି, ବନ୍ଦ କଲା…

ଓଟ୍ଟାଓ୍ବା,୨୧।୧୦: ଭାରତ ଏବଂ କାନାଡ଼ା ମଧ୍ୟରେ ଜାରି ରହିଥିବା ବିବାଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଏବେ କାନାଡ଼ା ସରକାର ଆଉ ଏକ ନୂତନ ନିଷ୍ପତ୍ତି ନେଇଛନ୍ତି। ମୁମ୍ବାଇରେ କାନାଡା ଏହାର ଭିସା ଏବଂ କାଉନ୍‌ସିଲର ଆକ୍ସେସ୍‌କୁ ବନ୍ଦ କରିଦେଇଛି। ଏଣୁ ଯେକେହି କାନାଡ଼ା ଯାତ୍ରା କରିବାକୁ ଚାହୁଁଛନ୍ତି ତାଙ୍କୁ ଭିସା ଲାଗି ଦିଲ୍ଲୀରେ ଥିବା ମୁଖ୍ୟ କାର୍ଯ୍ୟାଳୟ ଯିବାକୁ ହେବ। ତେବେ ଏଭଳି ନିଷ୍ପତ୍ତି ପଛର କାରଣ ବିଷୟରେ କାନାଡ଼ା ସ୍ପଷ୍ଟ କରିନାହିଁ।

ପ୍ରକାଶ ଯେ, ଖଲିସ୍ତାନ ସମର୍ଥକ ଆତଙ୍କବାଦୀ ହରଦୀପ ସିଂହ ନିଜ୍ଜରଙ୍କ ହତ୍ୟା ପରେ ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କରେ ତିକ୍ତତା ଆସିଛି। କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ହରଦୀପଙ୍କୁ କାନାଡ଼ା ନାଗରିକ ବୋଲି କହିବା ସହ ତାଙ୍କ ମୃତ୍ୟୁ ପଛରେ ଭାରତର ହାତ ଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନରେ ପୋଲିଓ ଟିକାକରଣ ବନ୍ଦ କଲା ତାଲିବାନ୍‌

ଦୁବାଇ,୧୬ା୯: ଆଫଗାନିସ୍ତାନରେ ଚାଲିଥିବା ପୋଲିଓ ଟିକାକରଣ ଅଭିଯାନକୁ ଶାସକ ତାଲିବାନ ବନ୍ଦ କରିଦେଇଥିବା ଜାତିସଂଘ ସୋମବାର କହିଛି। ସାରା ବିଶ୍ୱରେ ପୋଲିଓ ସଂକ୍ରମଣ ବନ୍ଦ ହୋଇଥିବାବେଳେ...

ବୁଡିବ ଚାଇନା, ତାଣ୍ଡବ ରଚୁଛି ବେବିଙ୍କା

ବେଜିଂ,୧୬।୯: ଘୁର୍ଣ୍ଣିଝଡ଼ ବେବିଙ୍କା ସୋମବାର ସାଂଘାଇରେ ଳ୍ୟାଣ୍ଡଫଲ କରିଛି। ସାଂଘାଇ ସେଣ୍ଟ୍ରାଲ ମେଟେରୋଲୋଜିକାଲ ଅବଜରଭେଟୋରୀ ଅନୁଯାୟୀ ସ୍ଥାନୀୟ ସମୟ ପ୍ରାୟ ୭ଟା ୩୦ ସମୟରେ ଏହି...

ଗୋଟିଏ ଦିନରେ ସ୍ତ୍ରୀଙ୍କୁ ୧୦୦ ଥର କଲ୍‌ କରିବା ପଡିଲା ମହଙ୍ଗା, କାରଣ ଜାଣିଲେ…

ହାଇଗୋ,୧୬।୯: ଜଣେ ପୁରୁଷ ଦିନକୁ ପ୍ରାୟ ୧୦୦ଥର ନିଜ ସ୍ତ୍ରୀଙ୍କୁ ଫୋନ କଲ କରିବା ତାଙ୍କ ପାଇଁ ମହଙ୍ଗା ପଡିଛି। ପୋଲିସ ଉକ୍ତ ସ୍ବାମୀଙ୍କୁ ଗିରଫ...

ପାକିସ୍ତାନ ସହ ଆଣବିକ ଚୁକ୍ତି ସ୍ବାକ୍ଷର କରିବ ବାଂଲାଦେଶ, ଭାରତର ପ୍ରତିଶୋଧ ନେବାକୁ…

ଢାକା,୧୬ା୯: ଶେଖ୍‌ ହାସିନାଙ୍କ ପତ୍ତନ ପରେ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଢାକା ବିଶ୍ୱବିଦ୍ୟାଳୟର ପ୍ରଫେସର ବର୍ତ୍ତମାନ ଏପରି ବିବୃତ୍ତି ଦେଇଛନ୍ତି, ଯାହା...

ଟ୍ରମ୍ପଙ୍କୁ ଗୁଳି କରିଥିବା ବ୍ୟକ୍ତିଙ୍କ ଇଚ୍ଛା ଜାଣିଲେ ହେବେ ଚକିତ, ରୁଷିଆ ବିରୋଧରେ ଯୁଦ୍ଧ ଲଢିବାକୁ ଚାହୁଁଥିଲେ…

ଓ୍ବାଶିଂଟନ,୧୬।୯: ରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫ୍ଲୋରିଡା ଗଲ୍ଫ କ୍ଲବ ବାହାରେ ଦୁଇ ଜଣ ବ୍ୟକ୍ତି ପରସ୍ପର ଉପରକୁ ଗୁଳି...

କାନାଡାରେ ଭୟଙ୍କର ଭୂମିକମ୍ପ: ଲୋକେ ଭୟଭୀତ

ଓଟଓ୍ବା,୧୬।୯: କାନାଡାର ବ୍ରିଟିଶ କଲମ୍ବିଆ ପ୍ରଦେଶର ଉତ୍ତର ଉପକୂଳରେ ଦୁଇଥର ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ମାପ କରାଯାଇଛି।...

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ଏଲନ ମସ୍କଙ୍କ ବିବାଦୀୟ ବୟାନ, କହିଲେ କମଲା-ବାଇଡେନଙ୍କୁ ତ କେହି…

ଓ୍ବାଶିଂଟନ,୧୬ା୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଦ୍ୱିତୀୟଥର ଗୁଳିମାଡ଼ ହୋଇ ହତ୍ୟା ଉଦ୍ୟମ କରାଯାଇଛି। ଏହା ପରେ ବିଶ୍ୱର ପ୍ରତିଷ୍ଠିତ ଶିଳ୍ପପତି ଏଲନ୍‌...

ମଣିଷ ଉପରେ ମହାକାଶ ଯାତ୍ରାର ପ୍ରଭାବ ଗବେଷଣା ସମୃଦ୍ଧ ହେବ

ଓ୍ବାଶିଂଟନ, ୧୬।୯: ଆମେରିକୀୟ ମହାକାଶଯାନ ନିର୍ମାତା କମ୍ପାନୀ ‘ସ୍ପେସ୍‌ଏକ୍ସ’ର ‘ପୋଲାରିସ୍‌ ଡନ୍‌’ ମିଶନ ସଫଳତାର ସହ ସମାପ୍ତ ହୋଇଛି। ଫ୍ଲୋରିଡାର ଡ୍ରାଏ ଟର୍ଟୁଗାସ ଦ୍ୱୀପ ଉପକୂଳରେ ୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri