ଖଲିସ୍ତାନୀ ନେତା ହତ୍ୟା ମାମଲା: ଭାରତକୁ ନିନ୍ଦା କରିବାକୁ ଅନେକ ଦେଶକୁ ଦାବି କରିଥିଲା କାନାଡା, ରିପୋର୍ଟରେ ଖୁଲାସା

ଓଟାଓ୍ବା,୨୦।୯: ଖଲିସ୍ତାନୀ ନେତାଙ୍କ ହତ୍ୟାକୁ ନେଇ କାନାଡା ଏବଂ ଭାରତ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ଏହି ସମୟରେ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ପ୍ରକାଶ ଯେ, ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତ ବିରୋଧରେ ଅଭିଯୋଗ କରିବାର କିଛି ସପ୍ତାହ ପୂର୍ବରୁ, କାନାଡାର ଅଧିକାରୀମାନେ ଆମେରିକା ସମେତ ଅନେକ ସହଯୋଗୀଙ୍କୁ ଖଲିସ୍ତାନୀ ନେତାଙ୍କ ହତ୍ୟାକୁ ସର୍ବସାଧାରଣରେ ନିନ୍ଦା କରିବାକୁ ଦାବି କରିଥିଲେ। ତେବେ ସମସ୍ତ ଦେଶ ଏହାକୁ ପ୍ରତ୍ୟାଖ୍ୟାନ କରିଦେଇଥିଲେ।

ଏହି ରିପୋର୍ଟରେ କୁହାଯାଇଛି ଯେ, ବାଇଡେନ ପ୍ରଶାସନ ଏବଂ ଏହାର ସହଯୋଗୀମାନେ ଭାରତ ସହ ସମ୍ପର୍କକୁ ଆଗକୁ ନେବାକୁ ଚେଷ୍ଟା କରୁଥିବା ବେଳେ ଏହା କୂଟନୈତିକ ଆହ୍ବାନକୁ ଦର୍ଶାଉଛି। ସୂଚନାଯୋଗ୍ୟ ଯେ, କାନାଡା ଏବଂ ଭାରତ ମଧ୍ୟରେ ତିକ୍ତତା ଦେଖାଯାଇଛି। ହରଦୀପ ସିଂ ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ହାତ ଥାଇପାରେ ବୋଲି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri