Posted inଜାତୀୟ

କାନାଡା ଛାଡ଼ିବେ ୭୦୦ ଭାରତୀୟ ଛାତ୍ରୀଛାତ୍ର

ଚଣ୍ଡିଗଡ,୧୬। ୩: ପାଠପଢ଼ା ପାଇଁ ଭାରତରୁ କାନାଡା ଯାଇଥିବା ୭୦୦ ଛାତ୍ରୀଛାତ୍ରଙ୍କୁ ଦେଶ ଛାଡ଼ିବା ପାଇଁ କାନାଡିଆନ୍‌ ବର୍ଡର୍‌ ସିକ୍ୟୁରିଟି ଏଜେନ୍ସି (ସିବିଏସ୍‌ଏ) ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ଛାତ୍ରୀଛାତ୍ର ନାମଲେଖା ପାଇଁ ଦେଇଥିବା ଷ୍ଟଡି ଭିଜା ନକଲି ବୋଲି ଜଣାପଡ଼ିବା ପରେ ସିବିଏସ୍‌ଏ ଏହି ନୋଟିସ ଜାରି କରିଛି।

ଦ୍ୱାଦଶ ପାସ୍‌ କରିଥିବା ୭୦୦ ଛାତ୍ରୀଛାତ୍ର ଷ୍ଟଡି ଭିଜା ଲାଗି ୨୦୧୮ରୁ ୨୦୨୨ ମଧ୍ୟରେ ଆବେଦନ କରିଥିଲେ। ତେବେ ଜଲନ୍ଧରର ଯେଉଁ ଏଜେଣ୍ଟଭିଜା କରିଥିଲେ ତାଙ୍କ ସହ ଅଭିଭାବକମାନେ ସମ୍ପର୍କ କରିବାକୁ ଚେଷ୍ଟା ଚଳାଇଥିବା ବେଳେ ସେ ଫେରାର୍‌ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri