Posted inଖେଳ

୧୦୯ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଡେଭିସ କପ୍‌ ହାତେଇଲା କାନାଡା, ୨୮ ଥର ଚାମ୍ପିୟନ ହୋଇଥିବା ଅଷ୍ଟ୍ରେଲିଆ ହାରିଲା…

ଅଟଓ୍ବା,୨୮।୧୧ : ପ୍ରଥମ ଥର ପାଇଁ କାନାଡା ଡେଭିସ କପ ଟେନିସ ଟାଇଟଲ ଜିତିଛି। ୧୦୯ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କାନାଡା ଡେଭିସ କପରେ ପ୍ରତିଦ୍ୱନ୍ଦ୍ୱିତା କରି ଫାଇନାଲରେ ୨୮ ଥର ଚାମ୍ପିୟନ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଦ୍ୱିତୀୟ ନମ୍ବରରେ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ୬-୩-୬-୪ରେ ପରାସ୍ତ କରି ଟିମକୁ ୨-୦ ଅଗ୍ରଣୀ ଦେଇଛନ୍ତି।

ଫେଲିକ୍ସ ୧୬ ବିଜୟୀ ସଟ୍‌ ମାରିଥିଲେ। ଆଲେକ୍ସ ମାତ୍ର ପାଞ୍ଚଟି ହିଟ କରିଥିଲେ। ଏହାପୂର୍ବରୁ ଡେନିସ ଶାପୋଭାଲୋଭ ଥାନାସୀ କୋକାନାକିସଙ୍କୁ ୬-୨, ୬-୪ରେ ପରାସ୍ତ କରିଥିଲେ। ୨୦୧୯ ରେ କାନାଡା ଫାଇନାଲରେ ପ୍ରବେଶ କରିଥିଲା। ସେମାନେ ରାଫେଲ ନାଡାଲଙ୍କ ସ୍ପେନ ଦଳକୁ ହରାଇଥିଲେ। ଶାପୋଭାଲୋଭ ଏବଂ ଫେଲିକ୍ସ ମଧ୍ୟ କାନାଡାକ୨୦୧୫ରେ ଜୁନିୟର ଡେଭିସ କପ ଜିତିବାରେ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri