ନରଓ୍ବେକୁ ବ୍ୟାପିଲା କାନାଡା ଜଙ୍ଗଲ ନିଆଁ

ଅଟାଓ୍ବା,୧୦ା୬: କାନାଡା ଜଙ୍ଗଲରେ ଲାଗିଥିବା ନିଆଁର ଧୂଆଁ ୟୁରୋପୀୟ ଦେଶ ନରଓ୍ବେରେ ପହଞ୍ଚିଛି। ଧୂଆଁ ଯୋଗୁ ନ୍ୟୁୟର୍କର ବାୟୁ ଏବଂ ଆମେରିକାର ଅନେକ ଅଞ୍ଚଳ ପ୍ରଦୂଷିତ ହୋଇସାରିଛି। ବର୍ତ୍ତମାନ ଏହି ଧୂଆଁ ଗ୍ରୀନଲାଣ୍ଡ, ଆଇସଲାଣ୍ଡ ଦେଇ ନରଓ୍ବେରେ ପହଞ୍ଚିଛି। ବୈଜ୍ଞାନିକମାନେ ଆଶଙ୍କା ବ୍ୟକ୍ତ କରୁଛନ୍ତି ଯେ, ସମଗ୍ର ୟୁରୋପ ଧୂଆଁର ପ୍ରଭାବରେ ଆସିପାରେ।

କାନାଡା ଦୁନିଆର ସବୁଠାରୁ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି। ଆମେରିକାର ଅନେକ ସହରକୁ କାନାଡା ଜଙ୍ଗଲର ନିଆଁ ବ୍ୟାପିଛି। ନ୍ୟୁୟର୍କ ମଧ୍ୟ ଦୁନିଆର ସବୁଠାରୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ଦିଲ୍ଲୀ ଅପେକ୍ଷା ବାୟୁ ଅଧିକ ପ୍ରଦୂଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri