ଆମେରିକା-ବ୍ରିଟେନ ପରେ ଏବେ କାନାଡାରେ ଟିକଟକ ଉପରେ ଲାଗିଲା ପ୍ରତିବନ୍ଧକ, କର୍ମଚାରୀ କରିପାରିବେ ନାହିଁ ବ୍ୟବହାର

ଓଟାୱା,୨୮ ।୨: କାନାଡା ସରକାର ସର୍ଟ-ଫର୍ମ ଭିଡିଓ ଆପ ଟିକଟକକୁ ବ୍ୟାନ କରିଦେଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । କାନାଡା ସରକାର ଏକ ବୟାନରେ କହିଛନ୍ତି, ମଙ୍ଗଳବାରଠାରୁ ମୋବାଇଲ ଉପକରଣରୁ ଟିକଟକ ଆପ୍ଲିକେଶନକୁ ହଟାଇ ଦିଆଯିବ । ଭବିଷ୍ୟତରେ ଏହି ଆପର ବ୍ୟବହାରକାରୀଙ୍କୁ ଆପ୍ଲିକେଶନ ଡାଉନଲୋଡ କରିବାକୁ ରୋକି ଦିଆଯିବ । ଆମେରିକା ପରେ କାନାଡା ସରକାର ଡାଟା ସମ୍ବନ୍ଧିୟ ଚିନ୍ତାକୁ ନେଇ ସରକାରୀ ଉପକରଣରେ ଟିକଟିକ ଉପରେ ପ୍ରତିବନ୍ଧକ ଲଗାଇ ଦେଇଛନ୍ତି ।
କାନାଡା ସଚିବାଳୟର ଏକ ଟ୍ରେଜେରି ବୋର୍ଡର ବୟାନ ଅନୁଯାୟୀ, ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଉକରଣକୁ ଟିକଟକ ଡାଉନଲୋଡ କରିବାରୁ ରୋକି ଦିଆଯିବ ଓ ଆପରେ ଥିବା ଏବେକାର ଇନଷ୍ଟଲେଶନକୁ ହଟାଇ ଦିଆଯିବ । ବୟାନରେ କୁହାଯାଇଛି, ଟିକଟକର ସମିକ୍ଷା ପରେ କାନାଡାର ମୁଖ୍ୟ ସୂଚନା ଅଧିକାରୀ କହିଛନ୍ତି ଏହା ଗୋପନୀୟତା ଓ ସୁରକ୍ଷା ଦୃଷ୍ଟିରୁ ଚିନ୍ତାଜନକ । ଟ୍ରେଜେରି ବୋର୍ଡର ଅଧ୍ୟକ୍ଷ ମୋନା ଫୋର୍ଟିୟରଙ୍କ ବୟାନରେ କୁହାଯାଇଛି, ଏହି ନିଷ୍ପତ୍ତି ଆମ ଅନ୍ତରାଷ୍ଟ୍ରୀୟ ଭାଗିଦାରୀର ଅନୁରୂପ । ଆମେରିକା ସଂଘିୟ ସରକାର ଓ ୟୁରୋପୀୟ ଆୟୋଗ ସହ ସମସ୍ତେ ଅଫିସିୟାଲ ନେଟୱର୍କରେ ପ୍ରତିବନ୍ଧକ ଅବା ଅନୁମତି ଦେବା ଉପକରଣ ଉପରେ ସମାନ ଟିକଟକ ପ୍ରତିବନ୍ଧକର ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri