ଆମେରିକା-ବ୍ରିଟେନ ପରେ ଏବେ କାନାଡାରେ ଟିକଟକ ଉପରେ ଲାଗିଲା ପ୍ରତିବନ୍ଧକ, କର୍ମଚାରୀ କରିପାରିବେ ନାହିଁ ବ୍ୟବହାର

ଓଟାୱା,୨୮ ।୨: କାନାଡା ସରକାର ସର୍ଟ-ଫର୍ମ ଭିଡିଓ ଆପ ଟିକଟକକୁ ବ୍ୟାନ କରିଦେଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । କାନାଡା ସରକାର ଏକ ବୟାନରେ କହିଛନ୍ତି, ମଙ୍ଗଳବାରଠାରୁ ମୋବାଇଲ ଉପକରଣରୁ ଟିକଟକ ଆପ୍ଲିକେଶନକୁ ହଟାଇ ଦିଆଯିବ । ଭବିଷ୍ୟତରେ ଏହି ଆପର ବ୍ୟବହାରକାରୀଙ୍କୁ ଆପ୍ଲିକେଶନ ଡାଉନଲୋଡ କରିବାକୁ ରୋକି ଦିଆଯିବ । ଆମେରିକା ପରେ କାନାଡା ସରକାର ଡାଟା ସମ୍ବନ୍ଧିୟ ଚିନ୍ତାକୁ ନେଇ ସରକାରୀ ଉପକରଣରେ ଟିକଟିକ ଉପରେ ପ୍ରତିବନ୍ଧକ ଲଗାଇ ଦେଇଛନ୍ତି ।
କାନାଡା ସଚିବାଳୟର ଏକ ଟ୍ରେଜେରି ବୋର୍ଡର ବୟାନ ଅନୁଯାୟୀ, ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଉକରଣକୁ ଟିକଟକ ଡାଉନଲୋଡ କରିବାରୁ ରୋକି ଦିଆଯିବ ଓ ଆପରେ ଥିବା ଏବେକାର ଇନଷ୍ଟଲେଶନକୁ ହଟାଇ ଦିଆଯିବ । ବୟାନରେ କୁହାଯାଇଛି, ଟିକଟକର ସମିକ୍ଷା ପରେ କାନାଡାର ମୁଖ୍ୟ ସୂଚନା ଅଧିକାରୀ କହିଛନ୍ତି ଏହା ଗୋପନୀୟତା ଓ ସୁରକ୍ଷା ଦୃଷ୍ଟିରୁ ଚିନ୍ତାଜନକ । ଟ୍ରେଜେରି ବୋର୍ଡର ଅଧ୍ୟକ୍ଷ ମୋନା ଫୋର୍ଟିୟରଙ୍କ ବୟାନରେ କୁହାଯାଇଛି, ଏହି ନିଷ୍ପତ୍ତି ଆମ ଅନ୍ତରାଷ୍ଟ୍ରୀୟ ଭାଗିଦାରୀର ଅନୁରୂପ । ଆମେରିକା ସଂଘିୟ ସରକାର ଓ ୟୁରୋପୀୟ ଆୟୋଗ ସହ ସମସ୍ତେ ଅଫିସିୟାଲ ନେଟୱର୍କରେ ପ୍ରତିବନ୍ଧକ ଅବା ଅନୁମତି ଦେବା ଉପକରଣ ଉପରେ ସମାନ ଟିକଟକ ପ୍ରତିବନ୍ଧକର ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?