କାନାଡ଼ା ସରକାରଙ୍କ ନୂଆ ଘୋଷଣା: ଭାରତୀୟ ଯାତ୍ରୀଙ୍କ ହେବ ବିଶେଷ ଯାଞ୍ଚ୍‌

ଓଟଓ୍ବା,୨୧।୧୧: ଭାରତ ଏବଂ କାନାଡା ମଧ୍ୟରେ ଗତବର୍ଷଠାରୁ ସମ୍ପର୍କ ତିକ୍ତ ହୋଇ ରହିଛି। କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତ ବିରୋଧରେ ଅନେକ ଅଭିଯୋଗ କରିଥିଲେ। ଯାହାକୁ ନେଇ ଭାରତ ପକ୍ଷରୁ ମଧ୍ୟ ତୀବ୍ର ପ୍ରତିକ୍ରିୟା ଦିଆଯାଇଥିଲା। ଏଥିସହିତ ବର୍ତ୍ତମାନ କାନାଡା ଏକ ନୂଆ ଘୋଷଣା କରିଛି। କାନାଡା ସରକାରଙ୍କ ପରିବହନ ମନ୍ତ୍ରୀ ଅନୀତା ଆନନ୍ଦ ଏକ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତିରେ ସେ କହିଛନ୍ତି, ତାଙ୍କ ମନ୍ତ୍ରଣାଳୟ ଭାରତ ଯାତ୍ରା କରୁଥିବା ଲୋକଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିବ। ସେ ଭାରତ ଯାତ୍ରା କରୁଥିବା ଲୋକଙ୍କୁ ଯାଞ୍ଚ କରିବାରେ ‘ଅତ୍ୟଧିକ ସତର୍କତା’ ବିଷୟରେ କହିଛନ୍ତି।

ସେ କହିଛନ୍ତି, ପରିବହନ କାନାଡା ସାମୟିକ ଭାବେ ଭାରତ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଅତିରିକ୍ତ ସୁରକ୍ଷା ସ୍କ୍ରିନିଂ ପଦକ୍ଷେପ କାର୍ଯ୍ୟକାରୀ କରିଛି। କାନାଡା ସରକାରଙ୍କ ଏହି ନୂତନ ସୁରକ୍ଷା ସମ୍ବନ୍ଧୀୟ ନିୟମ କାର୍ଯ୍ୟକାରୀ ହେବାପରେ ଭାରତୀୟ ଯାତ୍ରୀମାନେ ସ୍କ୍ରିନିଂରେ ସାମାନ୍ୟ ବିଳମ୍ବର ସମ୍ମୁଖୀନ ହୋଇପାରନ୍ତି। ଏହି ପଦକ୍ଷେପ କାନାଡାର ବିମାନ ପରିବହନ ସୁରକ୍ଷା ପ୍ରାଧିକରଣ (ସିଏଟିଏସ୍‌ଏ) ଦ୍ୱାରା ନିଆଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର? ଜାଣନ୍ତୁ କାହିଁକି ହେଉଛି ଏମିତି ଚର୍ଚ୍ଚା

ପାଟନା,୧୭।୯: ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଜଡ଼ିତ ମେଣ୍ଟ ପରିବର୍ତ୍ତନର ସମ୍ଭାବନାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍‌ ଧରିଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)…

ହୃଦୟ ବିଦାରକ ଦୃଶ୍ୟ; ଶବ ପାଇଁ ନାହିଁ ଷ୍ଟ୍ରେଚର୍‌! ତଳେ ଘୋଷାଡ଼ି ନେଲେ ମୃତଦେହ

ପାଟନା,୧୭ା୯: ବିହାରର ବକ୍ସରରୁ ମାନବିକତା ଓ ମୃତଦେହର ସମ୍ମାନ ସହ ଜଡ଼ିତ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲା ଭଳି ଏକ ଭିଡିଓ ସାମ୍ନାକୁ ଆସିଛି । ସୋସିଆଲ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ମୋଦିଙ୍କ ଜନ୍ମଦିନରେ ରେଖା ଗୁପ୍ତାଙ୍କ ବଡ଼ ନିଷ୍ପତ୍ତି: ଦାନ କଲେ ନିଜର ସମସ୍ତ ଅଙ୍ଗ

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀରେ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ‘ଷ୍ଟେଟ ଅର୍ଗାନ ଆଣ୍ଡ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ’ (SOTO) ନାମକ ଏକ ସରକାରୀ ପ୍ଲାଟଫର୍ମ ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?