କାନାଡାରେ ବଢିପାରେ ଧର୍ମକୁ ନେଇ ରକ୍ତପାତ, ସତର୍କ କରାଇଲେ କାନାଡାର ସାଂସଦ

ଅଟାଓ୍ବା,୨୪।୯: ଭାରତ-କାନାଡା ବିବାଦ ଚରମରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଖଲିସ୍ତାନୀ ଆତଙ୍କବାଦୀ ନିଜର ହତ୍ୟାକାଣ୍ଡରେ ଭାରତର ସମ୍ପୃକ୍ତି ଥିବା ନେଇ କହିବା ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ଘନେଇବାରେ ଲାଗିଛି। ତେବେ ଦେଖାଯାଉଛି କି କାନାଡାର ବିରୋଧୀ ଦଳର ନେତା ଭାରତକୁ ସମର୍ଥନ କରିବା ସହ କାନାଡାରେ ଥିବା ହିନ୍ଦୁଙ୍କୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ସେହିପରି ମୂଳ ଭାରତୀୟ କଥା କାନାଡାର ଜଣେ ସାଂସଦ ଏହି ପ୍ରସଙ୍ଗ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଅର୍ନ୍ତଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ଭାରତୀୟ ମୂଳ ସାଂସଦ ଚନ୍ଦ୍ର ଆର୍ଯ୍ୟ କହିଛନ୍ତ, କାନାଡାର ଖାଲିସ୍ତାନୀ ଗୋଷ୍ଠୀକୁ ନେଇ ବଢୁଥିବା ବିପଦକୁ ଦୃଷ୍ଟିରେ ରଖି ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଭୟଭୀତ ଅଛନ୍ତି। କାନାଡାରେ ହିନ୍ଦୁ ଲୋକଙ୍କ ସୁରକ୍ଷାକୁ ନେଇ ସେ ଗମ୍ଭୀର ଚିନ୍ତା ପ୍ରକଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ରୁଡୋ ନିଜାରଙ୍କ ହତ୍ୟାରେ ଭାରତ ସମ୍ପୃକ୍ତି ଥିବା ଦାବି କରିବା ଓ କାନାଡାର ହିନ୍ଦୁ ଲୋକଙ୍କ ଦିଆଯାଇଥିବା ଧମକକୁ ସେ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri