କାନାଡ଼ା ଜଙ୍ଗଲ ନିଆଁ ଆମେରିକାକୁ ବ୍ୟାପିଲା: ନ୍ୟୁୟର୍କ ଧୂଆଁରେ ଆଚ୍ଛାଦିତ…

ଓ୍ବାଶିଂଟନ,୮।୬ : : କାନାଡାର ଜଙ୍ଗଲ ଜଳୁଛି। ଜଙ୍ଗଲରେ ସବୁଠୁ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ୩୩ ହଜାର ବର୍ଗ କିଲୋମିଟର ଅଞ୍ଚଳରେ ବ୍ୟାପିଛି। ଅଗ୍ନିକାଣ୍ଡ ଯୋଗୁଁ କୋଟି କୋଟି ଜଙ୍ଗଳ ପ୍ରାଣୀ ଓ ପକ୍ଷୀଙ୍କର ମୃତ୍ୟୁ ହୋଇଛି ଏବଂ ବହୁ ସଂଖ୍ୟକ ମଣିଷଙ୍କୁ ମଧ୍ୟ ସେମାନଙ୍କ ଘର ଛାଡ଼ିବାକୁ ପଡ଼ିଛି। ଇତିମଧ୍ୟରେ ଏହି ଜଙ୍ଗଲ ନିଆଁ ଆମେରିକାର ପୂର୍ବ ତଟ ଏବଂ ମଧ୍ୟ-ପଶ୍ଚିମ ଦିଗରେ ବ୍ୟାପିବା ଆରମ୍ଭ କରିଛି।

କାନାଡିଆନ ଅଧିକାରୀମାନେ ଅନ୍ୟ ଦେଶରୁ ଅତିରିକ୍ତ ସହାୟତା ମାଗିଛନ୍ତି। ପ୍ରଦୂଷଣର ବିପଜ୍ଜନକ ସ୍ତର ସହିତ ବାୟୁ ନ୍ୟୁୟର୍କ ମହାନଗର ନିଗମ, କେନ୍ଦ୍ରୀୟ ନ୍ୟୁୟର୍କ ରାଜ୍ୟ ଏବଂ ପେନସିଲଭାନିଆ ଏବଂ ନ୍ୟୁ ଜର୍ସିର କିଛି ଅଂଶରେ ବ୍ୟାପିଛି। ନ୍ୟୁୟର୍କ ଆକାଶ ଧୂଆଁରେ ରେ ଆଚ୍ଛାଦିତ ହୋଇଛି। ପ୍ରଦୂଷିତ ବାୟୁ ବହୁ ପରିମାଣରେ ଉତ୍ତର କାରୋଲିନା ଏବଂ ଇଣ୍ଡିଆନା ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ ଏହା ଦ୍ୱାରା ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରଭାବିତ ହୋଇଛନ୍ତି। ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୦ ଅତିକ୍ରମ କରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

କାନାଡାର ଅଧିକାରୀମାନେ କହିଛନ୍ତି ଏହା ଦେଶର ସବୁଠାରୁ ସଙ୍କଟ ଜନକ ସ୍ଥିତି ସୃଷ୍ଟି କରିଛି। କାନାଡାର ରାଜଧାନୀ ଅଟଓ୍ବା ସହରରେ ବହଳ ଧୂଆଁ ବ୍ୟାପିଥିଲା। ଫଳରେ ଅଟ୍ଟୋ ନଦୀ ପାର୍ଶ୍ୱରେ ଥିବା ଅଫିସ ଟାୱାରଗୁଡ଼ିକ ଦୃଶ୍ୟମାନ ହୋଇ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri