ଆଜିଠୁୁ କାନାରା ବ୍ୟାଙ୍କର ୨ଦିନିଆ ଋଣମେଳା

ଭୁବନେଶ୍ୱର,୨୪।୨:କାନାରା ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାରଠାରୁ ଏକ ୨ଦିନିଆ ମେଗା ଋଣମେଳାର ଆୟୋଜନ କରାଯାଉଛି। ଏ ସମ୍ପର୍କରେ ବ୍ୟାଙ୍କର ଜେନେରାଲ ମ୍ୟାନେଜର ବି.ଏଲ୍‌. ମୀନା ବିସ୍ତୃତ ଭାବେ ସୂଚନା ପ୍ରଦାନ କରିଛନ୍ତି। କାନାରା ବ୍ୟାଙ୍କର ମୁଖ୍ୟ ହିତାଧିକାରୀ ଓ ଗ୍ରାହକମାନଙ୍କ ପାଇଁ ଏହା ସର୍ବାଧିକ ଲାଭ ପ୍ରଦାନ କରିବ। ଏପରିକି ଉକ୍ତ ମେଳାରେ ଆଶାୟୀ ଗ୍ରାହକମାନେ ବିପୁଳ ସଂଖ୍ୟାରେ ଯୋଗଦାନ କରିବେ। ବିଶେଷ କରି ଗ୍ରାହକମାନେ ନିଶ୍ଚିତ ଭାବେ କାନାରା ବ୍ୟାଙ୍କର ଏହି ‘ରିଟେଲ୍‌ ଉତ୍ସବ ଅଫର’ର ସମ୍ପୂର୍ଣ୍ଣ ଫାଇଦା ଉଠାଇବେ ବୋଲି ମୀନା ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ମେଳାର ଉଦ୍‌ଘାଟନୀ ଉତ୍ସବରେ କାନାରା ବ୍ୟାଙ୍କ ପକ୍ଷରୁ ୮୦ ଜଣ ହିତାଧିକାରୀଙ୍କୁ ହାଉସିଂ, ଗାଡ଼ିମଟର ଓ ଶିକ୍ଷା ଭଳି କ୍ଷେତ୍ର ପାଇଁ ଋଣ ମଞ୍ଜୁର କରିବ। ଚଳିତ ବର୍ଷ ଫେବୃୟାରୀ ୨୫ ତାରିଖରେ ଉକ୍ତ ମେଳା ଶେଷ ହେବ। ସେହିଭଳି ଉକ୍ତ ମେଳାରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ବିଲ୍‌ଡର ଏବଂ ଯାନବାହନ ଡିଲରମାନେ ଅଂଶଗ୍ରହଣ କରିବେ। ବିଶେଷ କରି ଉତ୍ପାଦର କ୍ରୟ ବିକ୍ରୟ ପାଇଁ ମଧ୍ୟ ବ୍ୟାଙ୍କ ସୁଲଭ ମୂଲ୍ୟରେ ଋଣ ଯୋଗାଇ ଦେଉଥିତ୍ବା ଜଣାପଡିଛି। ସେହିପରି କାନାରା ବ୍ୟାଙ୍କ ତା’ର ହାଉସିଂ, ଗାଡ଼ିମଟର, ଶିକ୍ଷା ଓ ବନ୍ଧକ ଆଦି ଋଣ ଉପରେ ସମସ୍ତ ଶୁଳ୍କ ଛାଡ଼ କରିଛ। ହେଲେ ଏହି ଅଫର କେବଳ ସୀମିତ ସମୟ ପର୍ଯ୍ୟନ୍ତ ବୈଧ ।


Enter your email to get our daily news in your inbox.

All Right Reserved By Dharitri.Com

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

୧୦୦-୨୦୦ ଟଙ୍କିଆ ନୋଟ୍‌କୁ ନେଇ ବଡ଼ଖବର; ଘରେ ଜମା କରିବା ଆରମ୍ଭ କଲେଣି ଲୋକେ, ଜାଣନ୍ତୁ କଣ ରହିଛି କାରଣ…

ନୂଆଦିଲ୍ଲୀ, ୨୮।୬: ନିକଟ ଦିନଗୁଡ଼ିକରେ ୧୦୦ ଏବଂ ୨୦୦ ଟଙ୍କିଆ ନୋଟକୁ ନେଇ ଏକ ନୂଆ ଧାରା ଦେଖିବାକୁ ମିଳୁଛି। ଲୋକମାନେ ପୂର୍ବ ଅପେକ୍ଷା ନିଜ ଘରେ…

ସାବଧାନ! ୭୩୦ରୁ କମିଲେ ସିବିଲ ସ୍କୋର, ମିଳିବନି ଗାଡ଼ି କି ଘର ପାଇଁ ଋଣ; ଜାଣନ୍ତୁ କ’ଣ ରହିଛି ଗାଇଡଲାଇନ୍‌

ନୂଆଦିଲ୍ଲୀ, ୨୮।୬: ଆଜିକାଲିର ସମୟରେ ଲୋନ୍‌ (ଋଣ) ନେବା ମଧ୍ୟ ଏକ ବେଶ କଷ୍ଟକର ପ୍ରକ୍ରିୟା ପାଲଟିବାରେ ଲାଗିଛି। ଆସନ୍ତା ବର୍ଷଗୁଡ଼ିକରେ ଘର କିଣିବା, ନୂଆ କାର୍‌…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri