Odisha Elections 2024

କାନାରା ରୋବେକୋ ମଲ୍ଟି କ୍ୟାପ୍‌ ଫଣ୍ଡ୍‌

ଭୁବନେଶ୍ୱର,୮।୭: କାନାରା ରୋବେକୋ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ‘କାନାରା ରୋବେକୋ ମଲ୍ଟି କ୍ୟାପ୍‌ ଫଣ୍ଡ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଏହି ନୂତନ ଫଣ୍ଡ୍‌ ଅଫର ବିଭିନ୍ନ ବଜାର ପୁଞ୍ଜୀକରଣର କମ୍ପାନୀଗୁଡ଼ିକରେ ନିବେଶ କରୁଛି। ଏପରିକି ଏହାର ପୋର୍ଟଫୋଲିଓର ସକ୍ରିୟ ପରିଚାଳନା ଉତ୍ତମ ପ୍ରଦର୍ଶନ ସୃଷ୍ଟି କରିବାରେ ସାହାଯ୍ୟ କରିପାରେ ଏବଂ ବହୁମୁଖୀକରଣ ସାମଗ୍ରିକ ପୋର୍ଟଫୋଲିଓ ରିସ୍କ ହ୍ରାସ କରିବାରେ ସାହାଯ୍ୟ କରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ନୂଆ ଫଣ୍ଡ୍‌ ଅଫରର ଅବଧି ୨୦୨୩ ଜୁଲାଇ ୨୧ ପର୍ଯ୍ୟନ୍ତ ରହିଛି। ଏ ସମ୍ପର୍କରେ କାନାରା ରୋବେକୋ ମ୍ୟୁଚୁଆଲ ଫଣ୍ଡର ସିଇଓ ରଜନୀଶ ନରୁଲା କହିଛନ୍ତି, କାନାରା ରୋବେକୋ ମଲ୍ଟି କ୍ୟାପ୍‌ ଫଣ୍ଡ୍‌ ନିବେଶର ଉଭୟ ଲମ୍ପ୍‌ସମ୍‌ ଓ ଏସ୍‌ଆଇପି ମୋଡ୍‌ ମାଧ୍ୟମରେ ଦୀର୍ଘାବଧି ସମ୍ପତ୍ତିି ସୃଷ୍ଟି କରିବା ପାଇଁ ଏକ ଭଲ ସୁଯୋଗ ହୋଇପାରେ ବୋଲି ନରୁଲା ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

ଟିପିସିଓଡିଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୭ା୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂତନ ଅଭିଯାନ ‘ସମୃଦ୍ଧି’ର ଶୁଭାରମ୍ଭ...

ଜେଏସ୍‌ଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ...

୨୦୨୬ ସୁଦ୍ଧା ଜାପାନକୁ ପଛରେ ପକାଇ ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ପାଲଟିବ

ଭୁବନେଶ୍ୱର,୧୭ା୫ (ଅନୁରାଧା ମହାରଣା): ଚଳିତ ଆର୍ଥିକ ବର୍ଷ ମଧ୍ୟରେ ଭାରତ ୪ ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ ହେବ। ଏପରିକି ୨୦୨୫-୨୬ ଆର୍ଥିକ ବର୍ଷ ସୁଦ୍ଧା...

୪,୦୦୦ କର୍ମଚାରୀଙ୍କୁ ଛଟେଇ କଲା ତୋଷିବା: ରିପୋର୍ଟ

ନୂଆଦିଲ୍ଲୀ,୧୬।୫: ନୂତନ ମାଲିକାନା ଅଧୀନରେ ପୁନଃର୍ଗଠନର କାର୍ଯ୍ୟର ଏକ ଅଂଶ ଭାବରେ ତୋଷିବା ଏହାର ୪,୦୦୦ ଛଟେଇ କରିଥିବା ନ୍ୟୁଜ୍ ଏଜେନ୍ସି ରଏଟର୍ସ ରିପୋର୍ଟ କରିଛି।...

ଆଲଗୋରିଦମ ଆଧାରିତ କ୍ରେଡିଟ ମଡେଲ ଉପରେ ଅତ୍ୟଧିକ ର୍ନିଭରଶୀଳ ପାଇଁ NBFC କୁ ଚେତାବନୀ ଦେଲା RBI

ମୁମ୍ବାଇ,୧୬।୫: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଅଣ ବ୍ୟାଙ୍କ ଫାଇନାନ୍ସ କମ୍ପାନୀଗୁଡିକ (ଏନବିଏଫସି) କୁ ଆଲଗୋରିଦମ ଆଧାରିତ କ୍ରେଡିଟ ମଡେଲ ଉପରେ ଅଧିକ ର୍ନିଭରଶୀଳତା...

ରେକର୍ଡ ପ୍ରଫିଟ୍‌ ପରେ କର୍ମଚାରୀଙ୍କୁ ମାଲାମାଲ କଲା କମ୍ପାନୀ

ନୁଆଦିଲ୍ଲୀ, ୧୬।୫: ରେକର୍ଡ ପ୍ରଫିଟ ହାସଲ କରିବା ପରେ ସିଙ୍ଗାପୁର ଏୟାରଲାଇନ୍‌ ଏହାର କର୍ମଚାରୀଙ୍କୁ ୮ ମାସର ଦରମା ବୋନସ୍‌ ଆକାରରେ ଦେବାକୁ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri