ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବୈଠକ ବର୍ଜନ କରି ଧାରଣାରେ ବସିଲେ ସରପଞ୍ଚ

କେସିଙ୍ଗା,୨୧।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବୈଠକରେ କେସିଙ୍ଗା ବ୍ଲକର ୨୬ ସରପଞ୍ଚଙ୍କ ମଧ୍ୟରୁ ୨୨ ସରପଞ୍ଚ ବିଡିଓଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ବୈଠକ ବର୍ଜନ କରି ବ୍ଲକ ସଭାଗୃହ ସମ୍ମୁଖରେ ଧାରଣା ଦେଇଥିଲେ। ଏପରି କି ୬ ମାସ ତଳେ ଅନୁଷ୍ଠିତ ହୋଇଥିବା ସମିତି ବୈଠକରେ ମଧ୍ୟ ସରପଞ୍ଚମାନଙ୍କ କୌଣସି ପ୍ରସ୍ତାବ ଗ୍ରହଣ କରାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଅନ୍ୟପକ୍ଷେ ବିଡିଓଙ୍କ ମନମୁଖି କାର୍ଯ୍ୟକୁ ନେଇ ସରପଞ୍ଚ ସଂଘ ପକ୍ଷରୁ ଜିଲାପାଳଙ୍କ ନିକଟରେ ଅଭିଯୋଗ କରାଯିବ ବୋଲି କୁହାଯାଇଛି।

କେସିଙ୍ଗା ସରପଞ୍ଚ ସଂଘ ସଭାପତି ତଥା ଜିଲା ସରପଞ୍ଚ ସଂଘ ସଭାପତି ସୁବୋଧ ରଣାଙ୍କ ନେତୃତ୍ୱରେ ବ୍ଲକ ସଭାଗୃହ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। ଏଥିରେ ସଂଘର ସମ୍ପାଦକ କିଶୋର ଚନ୍ଦ୍ର ପ୍ରଧାନ, ଉପସଭାପତି ସୁଶାନ୍ତ ବାଗ, ଜିଲା ଯୁଗ୍ମ ସମ୍ପାଦକ ପ୍ରମୋଦ ସାହୁ, କୋଷାଧ୍ୟକ୍ଷ ପ୍ରମୋଦ ଦାସଙ୍କ ସମେତ ସମସ୍ତ ସରପଞ୍ଚ ଉପସ୍ଥିତ ଥିଲେ l ଏ ନେଇ ସରପଞ୍ଚ ସଂଘର ସଭାପତି ସୁବୋଧ ରଣାଙ୍କୁ ପଚାରିବାରୁ ସରପଞ୍ଚମାନଙ୍କୁ ଅଣଦେଖା କରିବା ସହିତ ବ୍ଲକ କାର୍ଯ୍ୟାଳରେ ମନମୁଖି କାର୍ଯ୍ୟ ହେଉଥିବା ଅଭିଯୋଗ କରିଛନ୍ତି। ଏପରିକି କେସିଙ୍ଗା ବିଡିଓଙ୍କ ବଦଳି ନ ହେବା ଯାଏ ବୈଠକ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri