Posted inରାଜ୍ୟ

‘ସୁଭଦ୍ରା’ ପାଇଁ କର୍ମଚାରୀଙ୍କ ୩ ଦିନିଆ ଛୁଟି ବାତିଲ

ଭୁବନେଶ୍ୱର, ୧୫ା୯ (ବନ୍ଦନା ସେଠୀ): ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ରେ ଭୁବନେଶ୍ୱର ଆସିବେ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ କାର୍ଯ୍ୟ ହାତକୁ ନିଆଯାଇଛି। ସେହିପରି ରବିବାର ବିଏମ୍‌ସି ପକ୍ଷରୁ ସୁଭଦ୍ରା ଯୋଜନା ନେଇ ସଚେତନ କରିବାକୁ ପଦଯାତ୍ରାର ଆୟୋଜନ କରାଯାଇଛି। ଦୁଇଟି କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମ୍ପାଦନ କରିବା ନିମନ୍ତେ ବିଏମ୍‌ସିର ସମସ୍ତ କର୍ମଚାରୀଙ୍କ ୩ଦିନିଆ ଛୁଟି (୧୪ରୁ ୧୬ ତାରିଖ) ବାତିଲ କରାଯାଇଛି। ଏନେଇ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ମାସର ଦ୍ୱିତୀୟ ଶନିବାର ଥିଲେ ମଧ୍ୟ ବିଏମ୍‌ସି କର୍ମଚାରୀମାନେ ନିଜ କାର୍ଯ୍ୟରେ ଯୋଗଦେଇଥିଲେ। ସେହିପରି ରବିବାର ଓ ସୋମବାର ଛୁଟି ଥିଲେ ମଧ୍ୟ କର୍ମଚାରୀମାନଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri