ନିର୍ବାଚନ ପାଇଁ ଜିଲାର ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀଙ୍କ ଛୁଟି ବାତିଲ

କଟକ,୧୧।୫ (କାର୍ତ୍ତିକ ସାହୁ): ଚଳିତ ନିର୍ବାଚନ ପାଇଁ ଶନିବାର ଓ ରବିବାର ସମେତ ସମସ୍ତ ସାଧାରଣ ଛୁଟିକୁ ବାତିଲ କରାଯାଇଛି। ଫଳରେ ଶନିବାର ଓ ରବିବାର ପଡୁଥିବା ମେ’ ମାସର ୧୧, ୧୨, ୧୯, ୨୩, ୨୫, ୨୬, ୩୦ ଓ ଜୁନ୍‌ ୨ ତାରିଖ ସାଧାରଣ କାର୍ଯ୍ୟ ଦିବସ ଭାବେ ପରିଗଣିତ ହେବ। ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ସ୍ବାଭାବିକ ଭାବରେ ଅଫିସ୍‌ କାର୍ଯ୍ୟରେ ଯୋଗଦେବେ। ଏଥିରେ କୌଣସି ବ୍ୟତିକ୍ରମ ହେଲେ ତାହାକୁ ଗୁରୁତର ଭାବେ ବିବେଚନା କରାଯିବ ବୋଲି ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଶୁକ୍ରବାର ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା…

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ…

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri