୧୦ବର୍ଷ ପୂର୍ବରୁ ଜାଣିହେବ କ୍ୟାନ୍‌ସର

ଚିକିତ୍ସା ବିଜ୍ଞାନରେ କ୍ୟାନ୍‌ସର ହେଉଛି ଚିନ୍ତାର କାରଣ ସାଜିଥିବା ଅନ୍ୟତମ ପ୍ରମୁଖ ରୋଗ । ପ୍ରାରମ୍ଭିକ ଅବସ୍ଥାରେ ଏହାକୁ ନିରୂପଣ କରି ଯଦି ଠିକ୍‌ ଚିକିତ୍ସା କରାଯାଏ ତେବେ ଏଥିରୁ ଆରୋଗ୍ୟ ଲାଭ କରିବାର ଯଥେଷ୍ଟ ସମ୍ଭାବନା ରହିଛି। ହେଲେ ତାହା ଗୁରୁତର ଅବସ୍ଥାକୁ ଚାଲିଗଲେ ତାହାର ଚିକିତ୍ସା କଷ୍ଟକର ହୋଇଥାଏ। ଅନେକ କ୍ଷେତ୍ରରେ ଏହା ପ୍ରାଣନାଶକ ସାବ୍ୟସ୍ତ ହୋଇଥାଏ। ନିକଟରେ କ୍ୟାନ୍‌ସର ସମ୍ପର୍କିତ ଏକ ରୋଚକ ତଥ୍ୟ ଲୋକଲୋଚନକୁ ଆସିଛି। ଜଣେ ବ୍ୟକ୍ତି କ୍ୟାନ୍‌ସର ଦ୍ୱାରା ଆକ୍ରାନ୍ତ ହେବେ କି ନାହିଁ ତାହା ପାଖାପାଖି ୧୦ ବର୍ଷ ପୂର୍ବରୁ ଜାଣିହେବ। ଏଭଳି ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ୟୁନିଭର୍ସିିଟି ଅଫ ଲଣ୍ଡନର କ୍ୟାନ୍‌ସର ବିଜ୍ଞାନୀମାନେ। ଏପରି ଗବେଷଣା ସମୟରେ ସେମାନେ କ୍ରୋମୋଜୋମ୍‌ରେ ଥିବା ଟେଲମିଅର ନାମକ ତତ୍ତ୍ୱକୁ ତନ୍ନ ତନ୍ନ କରି ପରୀକ୍ଷା କରିଥିଲେ। ଏହି ତତ୍ତ୍ୱ ସନ୍ତୁଳିତ ରହିଲେ କ୍ୟାନ୍‌ସର ଆଶଙ୍କା କମ୍‌ ଥାଏ। ଯଦି ଏହାର ଆକାର ଧୀରେ ଧୀରେ କମିବାକୁ ଲାଗିଲା ତେବେ ଜଣେ ବ୍ୟକ୍ତି କ୍ୟାନ୍‌ସର ଆକ୍ରାନ୍ତ ହେବାର ଅଧିକ ଆଶଙ୍କା ରହିଛି ବୋଲି ଏହି ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?