ଭୁବନେଶ୍ୱରରେ ହେବ କ୍ୟାନସର ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଭୁବନେଶ୍ୱରରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ୬୫୦ କୋଟି ବ୍ୟୟରେ ନାଇଜରଠାରେ କ୍ୟାନସର ହସ୍ପିଟାଲ ହେବ। ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ୪ ଶହ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ। ଆଗାମୀ ୩ ବର୍ଷ ମଧ୍ୟରେ କ୍ୟାନସର ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି କ୍ୟାମ୍ପସରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri