କ୍ୟାନସର ପୀଡ଼ିତାଙ୍କୁ ସହଯୋଗର ହାତ, ଚିକିତ୍ସା ପାଇଁ ଗଲେ କଟକ

ଲୋଇସିଂହା,୩୦।୧୦(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଲୋଇସିଂହାର ମୁଖୀ ପଧାନ ା ସିକଲିନ, କ୍ୟାନସର ଓ ପଥରି ରୋଗରେ ପୀଡିତ ହୋଇ ସେ ଯନ୍ତ୍ରଣା ପାଉଥିଲେ ା ଅର୍ଥାଭାବ ଯୋଗୁ ତାଙ୍କର ଚିକିତ୍ସା ହୋଇ ପାରୁ ନ ଥିଲା। ସିଡିଏମ୍‌ଓ ଭୀମସେନ ସାହୁଙ୍କ ସହଯୋଗ ଓ ଲୋଇସିଂହା ମାହେଶ୍ୱରୀ ସଂଗଠନର ସହାୟତାରେ ମୁଖୀଙ୍କୁ କଟକ ହରିହର କ୍ୟାନସର ମେଡିକାଲକୁ ବୁଧବାର ସନ୍ଧ୍ୟାରେ ପଠାଯାଇଛି। ସୂଚନା ଅନୁଯାୟୀ, ଲୋଇସିଂହା ଧୁବାପଡାର ଗରିବ ମହିଳା ମୁଖୀ ପଧାନ(୪୦)। ବୃଦ୍ଧା ମା’ ନୂଆ ପଧାନ ଓ ଦୁଇ ଭିନ୍ନକ୍ଷମ ଭଉଣୀ ଘରେ ଅଛନ୍ତି। ୪ ପ୍ରାଣୀ କୁଟୁମ୍ବଙ୍କ ଦାୟିତ୍ୱ ମୁଖୀଙ୍କ ଉପରେ ଥିଲା ା ଲୋଇସିଂହା ସହରରେ ଶାଗ ବିକ୍ରି କରି ବଡକଷ୍ଟରେ ପରିବାର ଚଳାଉଥିଲେ ା ପରିବାରର ଏକମାତ୍ର ରୋଜଗାର କରୁଥିବା ମୁଖୀ ଅନେକ ରୋଗରେ ଆକ୍ରାନ୍ତ ହୋଇ ଘରେ ବସିଲେ। ସ୍ବଳ୍ପ ରୋଜଗାର ଓ ସଞ୍ଚୟ ଟଙ୍କାରେ ବଲାଙ୍ଗୀର, ବୁର୍ଲା ମେଡିକାଲରେ ଚିକିତ୍ସିତ ହୋଇଥିଲେ। ବୁର୍ଲା ମେଡିକାଲରେ ଚିକିତ୍ସିତ ବେଳେ କ୍ୟାନସରରେ ପୀଡିତ ଥିବା ଜଣାପଡିଲା ା ସେଠାକାର ଡାକ୍ତର ତାଙ୍କୁ କଟକ ଯିବାକୁ ପରାମର୍ଶ ଦେଇଥିଲେ। ହେଲେ କଟକ ଯିବା ପାଇଁ ତାଙ୍କ ପାଖରେ ଅର୍ଥ ନ ଥିଲା। ଫଳରେ ଗତ ଏକମାସ ହେଲା ଘରେ ପଡି ରହି ମୁଖୀ ଯନ୍ତ୍ରଣା ପାଉଥିଲେ। ଖବର ପାଇ ସ୍ଥାନୀୟ ମାହେଶ୍ୱରୀ ସଂଗଠନର ସଭାପତି ଦେବାଶିଷ ବିଶାଇ, ଅଙ୍କୁଶ ପାଣ୍ଡେ, ସାହିଲ ସିଂ ଗଡତ୍ୟା, ମନୋଜ ମହାଣା ଓ ସିଲୁ ସେବକ ପ୍ରମୁଖ ତାଙ୍କୁ ଭେଟିଥିଲେ ା ପରିବାରର ଆର୍ଥିକ ସ୍ଥିତି ଓ ମୁଖୀଙ୍କ ଯନ୍ତ୍ରଣା ଦେଖି ସଂଗଠନ କର୍ମକର୍ତ୍ତା ସିଡିଏମ୍‌ଓଙ୍କୁ ଜଣାଇଥିଲେ ା ସିଡିଏମଓଙ୍କ ନିର୍ଦ୍ଦେଶରେ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ମୁଖୀଙ୍କୁ କଟକ ପଠାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?