କ୍ୟାନ୍‌ସର ଆଶଙ୍କା କମାଏ ସୁସ୍ଥ ପରିବେଶ

କଥାରେ ଅଛି-‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ଏବେ ଉନ୍ନତ ଚିକିତ୍ସା ପ୍ରଣାଳୀ ଦ୍ୱାରା କ୍ୟାନ୍‌ସରକୁ ପ୍ରାରମ୍ଭିକ ସ୍ତରରେ ଚିହ୍ନଟ କରାଯାଇପାରୁଛି ଏବଂ କେତେକ ପ୍ରକାର କ୍ୟାନ୍‌ସରରୁ ଆରୋଗ୍ୟ ମିଳିପାରୁଛି। ହେଲେ ଏପରି ମାରାତ୍ମକ ରୋଗଠାରୁ ନିଜକୁ ଦୂରେଇ ରଖିବାରେ ସୁସ୍ଥ ପରିବେଶ କେତେକାଂଶରେ ସହାୟକ ହୋଇଥାଏ। ନିକଟରେ ୟୁନିଭର୍ସିଟି ଅଫ କାଲିଫର୍ନିଆର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଗବେଷଣାରୁ ଏ ବିଷୟ ଜଣାପଡିଛି। ସୁସ୍ଥ ପରିବେଶରେ ରହିବା ଦ୍ୱାରା ଜଣେ ବ୍ୟକ୍ତିଙ୍କ ଶରୀରରେ କ୍ୟାନ୍‌ସର ଆଣ୍ଟିବଡି କେତେକାଂଶରେ ସୃଷ୍ଟି ହୋଇଥାଏ। ଏହି ପ୍ରଣାଳୀକୁ ସେମାନେ ‘କମ୍ପ୍ଲିମେଣ୍ଟ କାଶକେଡ’ ନାମରେ ନାମିତ କରିଛନ୍ତି। ସୁସ୍ଥ ପରିବେଶରେ ଅଧିକାଂଶ ସମୟ ରହିଲେ ସେଥିରେ ଥିବା ତତ୍ତ୍ୱ ଶ୍ୱାସକ୍ରିୟା ଦ୍ୱାରା ଶରୀର ଭିତରକୁ ଯାଇ ସୁସ୍ଥ କୋଷରେ କ୍ୟାନ୍‌ସର ଆଣ୍ଟିବଡି ସୃଷ୍ଟି କରେ ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀ ରାଖୀ

ପ୍ରତିବର୍ଷ ରାଖୀପୂର୍ଣ୍ଣିମା ଉପଲକ୍ଷେ ମାର୍କେଟ୍‌ରେ ବିଭିନ୍ନ ଡିଜାଇନ୍‌ର ରାଖୀ ଉପଲବ୍ଧ ହୋଇଥାଏ। ସେଥିରୁ କିଛି ରାଖୀରେ ଜରି, ଚୁମୁକି କାମ ହୋଇଥାଏ ତ ଆଉ କିଛି...

ଏମିତି କଲେ ଘରେ ଦେଖାଯିବ ନାହିଁ ଧନର ଅଭାବ

ଯେତେବେଳେ ଘରର ଉଭୟ ଦିଗରେ ଦିଗରେ ବାସ୍ତୁ ଦୋଷ ଦେଖାଯାଏ ସେହି ସମୟରେ ଆର୍ଥିକ ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଥାଏ। ଘରର ବାସ୍ତୁ ଦୋଷ ହଟାଇଲେ...

ହାତରେ ସାନିଟାଇଜର ଲଗାଇବା ପରେ କରୁଛନ୍ତି କି ଏସବୁ କାମ? ରୁହନ୍ତୁ ସତର୍କ ନଚେତ୍‌ ହୋଇପାରେ…

ବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରିଚାଲିଥିବା ବେଳେ ଅନେକ ଦେଶ ଏଥିରେ କବଳିତ। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ...

ମହିଳାଙ୍କ ପାଇଁ ଖାଦ୍ୟ

ମହିଳାଙ୍କ ଉତ୍ତମ ସ୍ବାସ୍ଥ୍ୟ ହିଁ ପରିବାରର ସୁସ୍ଥତାର ପରିଚାୟକ, କାରଣ ସେମାନେ ହେଉଛନ୍ତି ଗୋଟିଏ ପରିବାରର କେନ୍ଦ୍ରବିନ୍ଦୁ ଏବଂ ମହିଳାମାନେ ସୁସ୍ଥ ରହିଲେ ହିଁ ଗୋଟିଏ...

ସମସ୍ତଙ୍କ ପାଇଁ ଶୁଭ ନୁହେଁ ତୁଳସୀ? ଘରେ ଥିଲେ ଏସବୁ ଜିନିଷ ପ୍ରତି ନିଶ୍ଚିତ ଭାବେ ଦିଅନ୍ତୁ ଧ୍ୟାନ…

ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି।...

ଜଳବାୟୁ ଓ ସୁସ୍ଥ ଜୀବନ

କଥାରେ ଅଛି ‘ଯେ ଦେଶ ଯାଇ ସେ ଫଳ ଖାଇ’। ଏହି ଢଗ ଏବେ ଆମ ପାଇଁ ବେଦର ଗାର ପରି ଉପଲବ୍ଧି ହେଉଛି। ଭେଷଜ...

ବ୍ଲଡ୍‌ ସୁଗାର ନିୟନ୍ତ୍ରଣ କରେ ଏସବୁ ମସଲା…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ବ୍ଲଡ୍‌ ସୁଗାର ସମସ୍ୟା ଦେଖାଯାଇଥାଏ। ଏହାକୁ ନେଇ ଲୋକେ ମାନସିକ ଚିନ୍ତାଗସ୍ତ ହୋଇଥାନ୍ତି। ତେବେ ନିତିଦିନିଆ ଜୀବନରେ କେତେକ କାର୍ଯ୍ୟ କଲେ...

ରାତିରେ ଭୋକ ଲାଗିଲେ କ’ଣ ଖାଇବେ..

ବେଳେବେଳେ ରାତ୍ରିଭୋଜନ ଖାଇକି ଶୋଇଲେ ବି ରାତି ଅଧରେ ଅନେକଙ୍କୁ ଭୋକ ଲାଗିଥାଏ; ଯଦ୍ଦ୍ବାରା ସେମାନଙ୍କ ନିଦ ଭାଙ୍ଗିଯାଏ ଆଉ ସେମାନେ ରାତିରେ ଉଠି କିଛି...

Advertisement
Archives

Model This Week