କ୍ୟାନ୍‌ସର ଆଶଙ୍କା ଓ ଅବସାଦ

ଆଜିକାଲି ଅନେକେ ଅବସାଦର ସମ୍ମୁଖୀନ ହେଉଛନ୍ତି। ଯଦି ଏଭଳି ସମସ୍ୟା ସହ ଜଡ଼ିତ ତେବେ ନିଜକୁ ଯେତେ ସମ୍ଭବ ଏହାଠାରୁ ଦୂରେଇ ରଖିବାକୁ ଚେଷ୍ଟା କରନ୍ତୁ। କାରଣ ଭବିଷ୍ୟତରେ ଏହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ନିକଟରେ ଏକ ଗବେଷଣାରୁ ନୂଆ କଥା ଜାଣି ପାରିଛନ୍ତି। ସେମାନଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଯଦି ଜଣେ ବ୍ୟକ୍ତି ଅଧିକାଂଶ ସମୟ ଅବସାଦଗ୍ରସ୍ତ ହୋଇ ରୁହନ୍ତି, ତେବେ ସେ କ୍ୟାନ୍‌ସର ପରି ମାରାତ୍ମକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏପରି କି ଗବେଷଣା ପରିସରଭୁକ୍ତ ତଥା ଦୀର୍ଘକାଳୀନ ଅବସାଦର ସମ୍ମୁଖୀନ ହୋଇଥିବା କେତେକ ବ୍ୟକ୍ତିଙ୍କ ମଧ୍ୟରୁ ପ୍ରାୟ ୨୦ ପ୍ରତିଶତ ବ୍ୟକ୍ତିଙ୍କଠାରେ କ୍ୟାନ୍‌ସରର ଲକ୍ଷଣ ଦେଖିବାକୁ ମିଳିଥିଲା। ଅବସାଦଠାରୁ ନିଜକୁ ଦୂରେଇ ରଖିବା ଲାଗି ପ୍ରଥମେ ନିଜର ମାନସିକତାକୁ ଯେତେସମ୍ଭବ ସକାରାତ୍ମକ ରଖନ୍ତୁ। ଯଦି ଏ ନେଇ କିଛି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ତେବେ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri