ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ଏକ ନିଆରା ଢଙ୍ଗରେ ଆରମ୍ଭ କରିଛନ୍ତି ପ୍ରଚାର। ଯାହାକୁ ନେଇ ଏବେ ପୂରା ଚର୍ଚ୍ଚାରେ ରହିଛନ୍ତି ସେ । ସାରା ରାଜ୍ୟ ଏବେ ଗରମରେ ଡହଳ ବିକଳ ହେଉଥିବା ବେଳେ ଦୁର୍ଗାଚରଣ ଏହାକୁ ଖାତିର ନ କରି ଖାଲି ପାଦରେ ବୁଲି ବୁଲି ଭୋଟରଙ୍କ ପାଖକୁ ଯାଉଛନ୍ତି। ସେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ଉଦଳା ବଜାର ଏବଂ ଏନଏସିର ବିଭିନ୍ନ ଅଞ୍ଚଳରେ ଖାଲି ପାଦରେ ଗରମ ପିଚୁ ରାସ୍ତାରେ ଚାଲି ଚାଲି ଦୋକାନ ବୁଲିବା ସହିତ ଭୋଟରଙ୍କ ନିକଟରେ ପହଞ୍ଚି ଭୋଟଭିକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri