ଶେଷ ବେଳକୁ ବଢୁଛି ପ୍ରାର୍ଥୀଙ୍କ ନାମାଙ୍କନ

କୋକସରା,୨୦।୧(ଡି.ଏନ.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ଗୁରୁବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ଆସନ ପାଇଁ ୩୮ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ସରପଞ୍ଚ ପାଇଁ ୫୦, ୱାର୍ଡ ସଭ୍ୟ ପାଇଁ ୧୪୨ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଶୁକ୍ରବାର ନାମାଙ୍କନର ଶେଷ ଦିନ ହୋଇଥିବା ବେଳେ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ବଢିବା ନେଇ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ ବିରୋଧ:ପ୍ରଥମ ସ୍ତ୍ରୀ କହି ଧାରଣା

କାମାକ୍ଷାନଗର, ୨୫ା୬(ଡି.ଏନ.ଏ.)ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘର ଆଗରେ କଲିକତାରୁ ଆସିଥିବା ଜନୈକା ମହିଳା ରବିବାର ରାତିରୁ ଧାରଣାରେ ବସିଥିବା ଦେଖିବାକୁ...

ମହାପ୍ରଭୁଙ୍କୁ ସମ୍ପତ୍ତି ଦାନ ଦେବେ ଆସାମ ଭକ୍ତ

ପୁରୀ ଅଫିସ,୧୪।୩: ମହାପ୍ରଭୁଙ୍କ ସମ୍ପତ୍ତିକୁ ନେଇ ଏବେ ଚାଲିଛି ଟଣାଓଟରା। କିଏ ଠାକୁରଙ୍କ ଅମୃତମଣୋହି ସମ୍ପତ୍ତି ମାଡ଼ି ବସିଛନ୍ତି ତ ଆଉ କେହି ବ୍ୟକ୍ତିଗତ ଫାଇଦା...

ସୁନ୍ଦରଗଡ଼ରେ ତୁଷାରପାତ

ସୁନ୍ଦରଗଡ଼,୨୯।୧୨(ଡି.ଏନ୍‌.ଏ.) – ସୁନ୍ଦରଗଡ଼ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ରାତିରେ ପାରଦ ଖସୁଥିବା ଯୋଗୁ ଶୀତ ବଢୁଛି। ଶୁକ୍ରବାର ରାତିରେ ଜିଲାର କୋଇଡା, ଟେନସା...

ସ୍ବାଭିମାନ ଅଞ୍ଚଳରେ ‘ପୁଷ୍ପା-୨’

ଭୁବନେଶ୍ୱର,(ବ୍ୟୁରୋ)/ ମାଲକାନଗିରି,୧୦।୪ (ଡି.ଏନ୍‌.ଏ.): ବକ୍ସ ଅଫିସ୍‌ରେ ରେକର୍ଡ ଭାଙ୍ଗିଥିବା ସାଉଥ୍‌ ଷ୍ଟାର୍‌ ଅଲ୍ଲୁ ଅର୍ଜୁନଙ୍କ ସୁପରହିଟ୍‌ ଚଳଚ୍ଚିତ୍ର ‘ପୁଷ୍ପା’ର ସଫଳତା ପରେ ଏବେ ‘ପୁଷ୍ପା-୨’ ନିର୍ମାଣ...

ଦୀପ ଜାଳି ସ୍ବାମୀଙ୍କ ଦୀର୍ଘାୟୁ କାମନା କଲେ…

ଭଦ୍ରକ ଅଫିସ,୧୯।୫: ଭଦ୍ରକ ଜିଲା ବନ୍ତ ବ୍ଲକ ଏରଝାଟିଆଠାରେ ଥିବା ପ୍ରସିଦ୍ଧ ସାବିତ୍ରୀ ପୀଠରେ ଶୁକ୍ରବାର ପବିତ୍ର ସାବିତ୍ରୀ ଅମାବାସ୍ୟା ଅବସରରେ ସଧବା ବ୍ରତଧାରୀ ମହିଳାଙ୍କ...

ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଉଠିଲେ ଶ୍ରମିକ

ବେଦବ୍ୟାସ, ୧୬।୫ (ଡି.ଏନ.ଏ.): ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ୍‌ ଅନ୍ତର୍ଗତ କଲୁଙ୍ଗା ଶିଳ୍ପାଞ୍ଚଳସ୍ଥିତ ଆଇଏଫଜିଏଲ କାରଖାନାର ଠିକା ଶ୍ରମିକମାନେ ୨ ଦିନ ହେଲା ଚଳାଇଥିବା ଆନ୍ଦୋଳନ...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ଥ

ଚୌଦ୍ୱାର,୧୯।୫(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ବନ୍ଦାଳ ନିକଟରେ ଜାତୀୟ ରାଜପଥ ୧୬ରେ ପ୍ରବାସୀ ଓଡ଼ିଆଙ୍କୁ ନେଇଯାଉଥିବା ବସ୍‌ ଦୁର୍ଘଟଣାଗସ୍ତ। ଏଥିରେ ୬ଜଣ ଯାତ୍ରୀ...

ଫୁଲବାଣୀରେ ଆରମ୍ଭ ହେଲା କଳିଙ୍ଗ ହର୍ବାଲ ମେଳା

ଫୁଲବାଣୀ ଅଫିସ,୧୯ା୧୨-କନ୍ଧମାଳ ଜିଲା ଫୁଲବାଣୀସ୍ଥିତ କରୋନେସନ ପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମେଡିଶିନାଲ ପ୍ଲାଣ୍ଟ ବୋର୍ଡ ପକ୍ଷରୁ...

Advertisement
Archives

Model This Week