Posted inଫୁରସତ

ପରୀକ୍ଷା ଦେବାକୁ ଆସି ପୁତ୍ର ସନ୍ତାନ ଜନ୍ମଦେଲେ ଛାତ୍ରୀ, ସ୍ୱାମୀ ନାମ ରଖିଲେ ‘ପରୀକ୍ଷା’

ମୁଜାଫରପୁର,୨୦ ।୨: ବିହାରର ମୁଜାଫରପୁର ଜିଲାରେ ଏମ୍‌ଡିଡିଏମ୍ ପରୀକ୍ଷା କେନ୍ଦ୍ରରେ ଜଣେ ଛାତ୍ରୀ ଶାନ୍ତି ଦେବୀ ପରୀକ୍ଷା ଦେଉଥିବା ସମୟରେ ଗର୍ଭଯନ୍ତ୍ରଣା ପାଇଥିଲେ । ଆମ୍ବୁଲାନ୍ସ ଯୋଗେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସନ୍ଧ୍ୟାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ । ଉକ୍ତ ଶିଶୁର ପିତା ବିରଜୁ ଶହନି ପିଲାଟିର ନାମ ରଖିଛନ୍ତି ‘ପରୀକ୍ଷା’ । ଏବେ ଉଭୟ ମା’ ଓ ଶିଶୁ ସୁସ୍ଥ ଥିବା ଜଣାପଡିଛି । ଶାନ୍ତି କହିଛନ୍ତି ସେ ପାଠପଢି ଆଗକୁ ବଢିବାକୁ ଚାହୁଁଛନ୍ତି । ତେଣୁ ଆଗାମୀ ଦିନରେ ଦେବାକୁ ଥିବା ପରୀକ୍ଷା ମଧ୍ୟ ସେ ଦେବେ ବୋଲି କହିଛନ୍ତି । ତେବେ ପୁତ୍ର ସନ୍ତାନ ଜନ୍ମ ହେବା ଦିନ ସେ ଯେଉଁ ପରୀକ୍ଷା ଦେଇଛନ୍ତି ସେଥିରେ ସେ ଅବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେଇଥିବା ବେଳେ ସବଜେକ୍ଟିଭ ପ୍ରଶ୍ନର ଉତ୍ତର ଦେଇପାରି ନାହାନ୍ତି । ତେବେ ଗର୍ଭ ଯନ୍ତ୍ରଣା ହେବା ଜାଣିବା ପରେ ତାଙ୍କ ନିକଟରେ ଥିବା ଅନ୍ୟ ଛାତ୍ରୀଛାତ୍ରମାନେ କେନ୍ଦ୍ର ଅଧିକ୍ଷକଙ୍କୁ ସୂଚନା ଦେବା ପରେ ତୁରନ୍ତ ତାକୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri