ଘରକୁ ଘର ବୁଲୁଛନ୍ତି ପ୍ରାର୍ଥୀ

ପଦ୍ମପୁର,୨୯।୧୧(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ତିନି ପ୍ରମୁଖ ଦଳର ପ୍ରାର୍ଥୀମାନେ ରୋଡ୍‌ ଶୋ, ପଥପ୍ରାନ୍ତ ସଭା, ଘର ଘର ବୁଲି ନିଜ ନିଜ ସପକ୍ଷରେ ଭୋଟଭିକ୍ଷା କରିଛନ୍ତି। ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଦ୍ମପୁର ବ୍ଲକର ନୂଆପାଲି, ଗୌଡପାଲି, କନସିଂହା, ଚଣ୍ଡିପାଲି ସମେତ ବିଭିନ୍ନ ଗ୍ରାମରେ ପଥପ୍ରାନ୍ତ ସଭା କରି ନିଜ ସପକ୍ଷରେ ଭୋଟରଙ୍କୁ ଆକୃଷ୍ଟ କରିଥିଲେ। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡା, ପଦ୍ମପୁର ଟାଉନ ସଭାନେତ୍ରୀ ମୌସୁମୀ ସାହୁଙ୍କ ସମେତ ଦଳୀୟ କର୍ମୀ ପଦ୍ମପୁର ଟାଉନ, ବରିକେଲ ଓ ସର୍ଗିବାହାଲର ବିଭିନ୍ନ ଗ୍ରାମରେ ଘରକୁ ଘର ବୁଲି ପ୍ରଚାର କରିଥିଲେ। ସେହିପରି ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା ଚାରପାଲି ଓ କନସିଂହା ସମେତ ଦହିଗାଁ, ଦହିତା, ବୁଡାମାଲ ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରେ ରୋଡ୍‌ ଶୋ ଓ ପଥପ୍ରାନ୍ତ ସଭା କରି ତାଙ୍କୁ ଭୋଟ୍‌ ଦେବାକୁ ନିବେଦନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ସମ୍ମୁଖରେ ଛାତ୍ରଙ୍କ ଚଣା, ମୁଢ଼ି ବିକିବା ଘଟଣା: ଏଣିକି ପଢ଼ିବେ ପାଠ

ପୁରୁଷୋତ୍ତମପୁର,୨୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି କୁମାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷିୟତ୍ରୀ ନାମ ଲେଖାଉ ନ ଥିବା ପ୍ରତିବାଦରେ ଛାତ୍ର ଶିବଶଙ୍କର ପଣ୍ଡାଙ୍କ ସହ...

ବିଏମ୍‌ସିର ୨ ନମ୍ବର ୱାର୍ଡରେ ସାମିଲ ହେଲା କଳାରାହାଙ୍ଗ, ନନ୍ଦନବିହାର

ଭୁବନେଶ୍ୱର,୭।୩(ବ୍ୟୁରୋ): କଳାରାହାଙ୍ଗ ଓ ନନ୍ଦନବିହାର ଅଞ୍ଚଳକୁ ଚଳିତ ବର୍ଷ ପ୍ରଥମ ଥର ବିଏମସିର ୨ ନମ୍ବର ୱାର୍ଡରେ ସାମିଲ କରାଯାଇଛି । ଏ ନେଇ ଅଞ୍ଚଳ...

ବାଲୁକାକଳାରେ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈଙ୍କୁ ଶୁଭେଚ୍ଛା

ଗଞ୍ଜାମ,୧ା୮(ଡି.ଏନ୍‌.ଏ.): ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଥମ ସ୍ବର୍ଣ୍ଣପଦକ ବିଜୟିନୀ ମୀରାବାଈ ଚାନୁଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼...

ପେଟ୍ରୋଲ ପମ୍ପରେ ଡକାୟତି ଯୋଜନା ପଣ୍ଡ: ପାଟ୍ରୋଲିଂ ବେଳେ ପୋଲିସ ହାତରେ ଧରାପଡ଼ିଲେ, ୬ ଗିରଫ; ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୧।୫: ବଡ଼ବଜାର ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି। ଥାନାଧିକାରୀ ପ୍ରଶାନ୍ତ ଭୂପତି ଏବଂ ତାଙ୍କ ଟିମ୍‌ ସୋମବାର ରାତ୍ରିକାଳୀନ ପାଟ୍ରୋଲିଂ କରୁଥିବା...

ଆକ୍ରାନ୍ତ ହେଉଛନ୍ତି ପିଲା; ଆଜି ୬୮୧ ସଂକ୍ରମିତରେ ଅଛନ୍ତି ୧୧୮ଜଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୧୮ ଆକ୍ରାନ୍ତ ଅଛନ୍ତି। ୬୮୧...

ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ,୧୩।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ...

ଏବର୍ଷ ହେବନି ନାଗାର୍ଜୁନ ବେଶ

ପୁରୀ ଅଫିସ, ୧୦।୨: ଚଳିତ ବର୍ଷ ମହାପ୍ରଭୁଙ୍କର ଦୁର୍ଲ୍ଲଭ ନାଗାର୍ଜୁନ ବେଶ ହେବ ନାହିଁ। କାରଣ ଚଳିତବର୍ଷର ପଞ୍ଜିକାରେ ଏହା ପଡୁନାହିଁ। ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ...

୫-ଟି ସଚିବଙ୍କୁ ଭେଟିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ

ଗଞ୍ଜାମ,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବିଶ୍ୱାଳ ଭୁବନେଶ୍ୱରରେ...

Advertisement
Archives

Model This Week