ଘରଘର ବୁଲି ଭୋଟ୍‌ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଗଞ୍ଜାମ,୯ା୩(ଡି.ଏନ୍‌.ଏ.): ପୌର ନିର୍ବାଚନ ଯେତିକି ପାଖେଇ ଆସୁଛି ନିର୍ବାଚନ ତାତି ସେତିକି ବଢୁଛି l ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ବିଜେଡି ପ୍ରଥମେ ଦାମୋଦରପୁରରୁ ପ୍ରଚାର ଆରମ୍ଭ କରିଛି l ବିଜେଡି ଚେୟାରମ୍ୟାନ ପାର୍ଥିନୀ ଝୁଲି ପାତ୍ର ଓ୍ବାର୍ଡ ନଂ.୧୧ ଓ ୧୨ ଦାମୋଦରପୁରରେ ଘରଘର ବୁଲି ଭୋଟ୍‌ ଭିକ୍ଷା କରିଛନ୍ତି l ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଶାସନ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଲୋକଙ୍କୁ କହି ନିଜ ସପକ୍ଷରେ ଭୋଟ୍‌ ଦେବା ପାଇଁ ନିବେଦନ କରୁଛନ୍ତି। ଏନ୍‌ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଯୁବ ସଂଗଠକ ତଥା ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ,ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଉର୍ମିଳା ପଲାଇ, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ନୀଳାଞ୍ଚଳ ବାରିକି, ପୂର୍ବତନ ଏମ୍‌ପି ପ୍ରତିନିଧି ସୁଦାମ ଚରଣ ପଲାଇ, ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା, ବିଜେଡି ବରିଷ୍ଠ ନେତା ସୀମାଞ୍ଚଳ ସାହୁ ନଗର ସଭାପତି ପି.ରାଜୁରେଡ୍ଡି, ଷ୍ଟାର ପ୍ରଚାରକ ମନୋଜ ପଣ୍ଡା, ବିଜେଡି ଯୁବନେତା ନିରଞ୍ଜନ ପରିଡ଼ା, ବିଜେଡି ଏନ୍‌ଏସି କୋଷାଧ୍ୟକ୍ଷ ମନୋଜ ପ୍ରଧାନ ପ୍ରମୁଖ ପୌର ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri