ଚାକିରି ଲାଗି ପ୍ରାର୍ଥୀଙ୍କୁ ମଗାଯାଉଛି ଟଙ୍କା: ଟୋଲ୍‌ ଫ୍ରି ନମ୍ବର ଜାରି କଲା ଓପିଏସ୍‌ସି

କଟକ ଅଫିସ,୬ା୯- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ କରାଯାଉଥିବା ବିଭିନ୍ନ ପରୀକ୍ଷାରେ ପ୍ରାର୍ଥୀମାନଙ୍କୁ ଯୋଗ୍ୟତା ତାଲିକାରେ ସ୍ଥାନ ଦେବାକୁ କେତେଜଣ ଅସାଧୁ ବ୍ୟକ୍ତି ପ୍ରତିଶ୍ରୁତି ଦେଇ ଟଙ୍କା ମାଗୁଛନ୍ତି। ଏ ସମ୍ପର୍କରେ ଓପିଏସ୍‌ସି ନିକଟରେ ଅଭିଯୋଗ ହୋଇଛି। ଏହାପରେ ଓପିଏସ୍‌ସି ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସେଥିରେ ଉଲ୍ଲେଖ କରାଯାଇଛି, କେତେଜଣ ଅସାଧୁ ବ୍ୟକ୍ତି ପ୍ରାର୍ଥୀମାନଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ବେଆଇନ ଭାବେ ଅର୍ଥ ଆଦାୟ କରୁଛନ୍ତି। ଏଭଳି ମିଥ୍ୟା ପ୍ରତିଶ୍ରୁତିକୁ କୌଣସି ପ୍ରାର୍ଥୀ ବିଶ୍ୱାସ କରନ୍ତୁ ନାହିଁ। ଓପିଏସ୍‌ସି ପକ୍ଷରୁ ସମସ୍ତ ନିଯୁକ୍ତିରେ ଦୃଢ଼, ସ୍ବଚ୍ଛତା ଓ ଯୋଗ୍ୟତାଭିତ୍ତିକ ପ୍ରକ୍ରିୟା ଅନୁସରଣ କରାଯାଏ। ଯଦି କୌଣସି ବ୍ୟକ୍ତି ଏଭଳି କରୁଛନ୍ତି, ତା’ ହେଲେ ଓପିଏସ୍‌ସିକୁ ଜଣାନ୍ତୁ। ଏଥିପାଇଁ ଟୋଲ୍‌ ଫ୍ରି ନମ୍ବର (୦୬୭୧-୨୩୦୧୧୦୭, ୦୬୭୧-୨୩୦୪୦୯୦) ଜାରି କରାଯାଇଥିବାବେଳେ ଅଫିସିଆଲ ଇ-ମେଲରେ ଯୋଗାଯୋଗ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀ ପୋଲ ଉପରେ ବନ୍ୟାଜଳ ପ୍ରବାହିତ

ପାଟଣା,୨୭।୫(ସ୍ବ.ପ୍ର.): ବାତ୍ୟା ୟାସ ପ୍ରଭାବରେ କେନ୍ଦୁଝର ଜିଲାରେ ପ୍ରବଳ ବୃଷ୍ଟିପାତ ହୋଇଛି। ଫଳରେ ବୈତରଣୀ ନଦୀ ଓ ତାର ଶାଖା ନଦୀଗୁଡିକରେ ବନ୍ୟାଜଳ ପ୍ରବାହିତ ହେଉଛି।...

୯୨ ପଜିଟିଭ୍‌ ସହ କରୋନାର ଲମ୍ବାଡିଅଁ।

ଢେଙ୍କାନାଳ ଅଫିସ, ୧ା୮ – ଢେଙ୍କାନାଳ ଜିଲାରେ ଲମ୍ବାଡିଅଁ। ମାରିଛି କରୋନା। ଶୁକ୍ରବାର ଦିନକରେ ଜିଲାରୁ ଚିହ୍ନଟ ହୋଇଛନ୍ତି ୯୨ ପଜିଟିଭ୍‌। ତନ୍ମଧ୍ୟରେ କେବଳ ଗଁଦିଆ...

ଶନିବାର, ରବିବାର ବରଗଡ଼ ସହରାଞ୍ଚଳ ହେବ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୨ା୭ : ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ୧୧୦ରେ ପହଞ୍ଚିଛି । ସେଥିମଧ୍ୟରୁ ୫୬ଜଣ ଆରୋଗ୍ୟ ଲାଭ କରିଥିବା...

ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ...

ମୃତଦେହ ପାଖକୁ ଆସିଲେନି ଘର ଲୋକେ

କେନ୍ଦୁଝର,୧୪।୫(ସ୍ବ.ପ୍ର/ଡି.ଏନ୍‌.ଏ.): କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିବା କେନ୍ଦୁଝର ଜିଲା ଶୁଆକାଟୀର ପ୍ରହଲ୍ଲାଦ ସେଠୀଙ୍କ ଗୁରୁବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ମୃତ୍ୟୁ...

ଶାଖା କେନାଲ ରାସ୍ତା ଶୋଚନୀୟ

ପରଜଙ୍ଗ, ୮।୪(ଡି.ଏନ୍‌.ଏ.) ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଶୋଚନୀୟ ହୋଇପଡ଼ିଛି ରେଙ୍ଗାଳି ବାମପାର୍ଶ୍ୱ ମୁଖ୍ୟ କେନାଲରୁ ବାହାରିଥିବା ଶାଖା କେନାଲ ରାସ୍ତା। ଶତାଧିକ ଚାଷୀ ଏବଂ ଗ୍ରାମବାସୀଙ୍କ...

ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର...

ନାଲକୋ ହିଲ୍‌ଟପ୍‌ରେ ଛାଇଗଲା କୁଆପଥର

ଦାମନଯୋଡ଼ି/କୋରାପୁଟ,୧୯ା୪(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ିରେ ଶୁକ୍ରବାର ଅପରାହ୍ନରେ ପ୍ରବଳ କୁଆପଥର ବର୍ଷା ହୋଇଛି। ଏଥିରେ ନାଲକୋର ହିଲଟପ୍‌ ବରଫାବୃତ୍ତ ହୋଇ କାଶ୍ମୀରର ଭ୍ରମ ସୃଷ୍ଟି କରିଛି।...

Advertisement
Archives

Model This Week