ଲଙ୍ଗଳ ଧରି ପ୍ରଚାର କଲେ

କୋକସରା,୩।୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀଙ୍କୁ ନିର୍ବାଚନୀ ଚିହ୍ନ ମିଳିବା ପରେ ଜୋର ଧରିଛି ପ୍ରଚାର। ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଉଦ୍ୟମ ଆରମ୍ଭ କରି ଦେଇଛନ୍ତି। କିଏ ହାତରେ ଜୀଅନ୍ତା ମାଛ ଧରି ଭୋଟ ମାଗୁଛନ୍ତି ତ କିଏ ବହି ଧରି ଭୋଟ ଭିକ୍ଷା କରୁଛନ୍ତି। ଏଭଳିସ୍ଥିତିରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତରେ ସରପଞ୍ଚ ପାଇଁ ୬ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ୁଥିବା ବେଳେ ଲଙ୍ଗଳ ଚିହ୍ନ ମିଳିଥିବା ଭଗବାନ ପଟ୍ଟନାୟକ ନିଆରା ଢଙ୍ଗରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ସେ ଏକ ଲଙ୍ଗଳକୁ କାନ୍ଧରେ ଧରି ନିର୍ବାଚନୀ ପ୍ରଚାର କରୁଛନ୍ତି। ଯାହାକୁ ନେଇ ଭୋଟର ଓ ଲୋକଙ୍କ ମଧ୍ୟରେ କୌତୁହଳ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାସ୍କ, ସାନିଟାଇଜର୍‌ ବଣ୍ଟନ

ବାସୁଦେବପୁର,୧୧ା୫(ଡି.ଏନ୍‌.ଏ.)-ବାସୁଦେବପୁର ଠାରେ ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ ତାଙ୍କ ଆଞ୍ଚଳିକ ଅନୁଦାନ ପାଣ୍ଠିରୁ କରୋନା ଯୁଦ୍ଧାଙ୍କୁ ମାସ୍କ, ସାନିଟାଇଜର୍‌, ଗ୍ଲୋବସ୍‌, କ୍ୟାପ ଆଦି ସାମଗ୍ରୀ ସୋମବାର...

ପ୍ରଥମଥର ଖରସ୍ରୋତା ମହାବିଦ୍ୟାଳୟ ହେବ ଯୁକ୍ତ ୩ ମୂଲ୍ୟାୟନ କେନ୍ଦ୍ର

ସିଂହପୁର,୧୧ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ ଖରସ୍ରୋତା ମହାବିଦ୍ୟାଳୟ ଡିଗ୍ରୀ କଲେଜରେ ପ୍ରଥମଥର ଯୁକ୍ତ ୩ ସେମିଷ୍ଟାର ପାଇଁ ମୂଲ୍ୟାୟନ କେନ୍ଦ୍ର ହୋଇଛି।...

ଦରଦାମ ବୃଦ୍ଧି ପ୍ରତିବାଦ: ବଲାଙ୍ଗୀର ଜିଲା କଂଗ୍ରେସ ପକ୍ଷରୁ ଗଣଧାରଣା

ବଲାଙ୍ଗୀର ଅଫିସ,୨୨।୧୧: ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ଓ ସରକାରୀ ତଥା ବେସରକାରୀ ନିଯୁକ୍ତି କାଟ୍‌ ପ୍ରତିବାଦରେ ବଲାଙ୍ଗୀର ଜିଲା କଂଗ୍ରେସ କମିଟି...

କଂଗ୍ରେସର ରୋଡ୍‌ ଶୋ: ଷ୍ଟାର ପ୍ରଚାରକ ସାମିଲ

ଝାରସୁଗୁଡ଼ା ଅଫିସ,୨୪ା୫: ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ଦଳର ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। କଂଗ୍ରେସର ଷ୍ଟାର ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ...

କୋଇଲା ପରିବହନକୁ ନେଇ ମାରପିଟ: ଥାନାରେ ଅଭିଯୋଗ, ଧାରଣା

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଛି। ଏହାକୁ ନେଇ ଉଭୟ ପକ୍ଷ...

ପିପିଲି ଉପନିର୍ବାଚନ: ଆସନ୍ତାକାଲି ରୁଦ୍ରଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ...

ମିଳିଲା ମହାବଳ ବାଘର ସନ୍ଧାନ

ପାଟଣା,୪।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲ ଝରଣା ମଧ୍ୟରୁ ଗୁରୁବାର ଏକ ବାର୍‌ହାର ମୃତଦେହ ବନ ବିଭାଗ...

କଟକ ସହରରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୧ା୬: ଗୁରୁବାର କଟକ ସହରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୨ ଏବଂ ୩୯ ବର୍ଷୀୟ ବ୍ୟକ୍ତି ଦୁଇଜଣ ମୁମ୍ବାଇରୁ...

Advertisement
Archives

Model This Week