ପୁରୁଷୋତ୍ତମପୁରର ୩ଜୋନରେ ଦାଖଲ ହୋଇନି ପ୍ରାର୍ଥିପତ୍ର

ପୁରୁଷୋତ୍ତମପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୫ଜୋନ ବିଶିଷ୍ଟ ପୁରୁଷୋତ୍ତମପୁର ସମବାୟ ସମିତିରେ ହେବାକୁ ଥିବା ନିର୍ବାଚନ ଲାଗି ସୋମବାର ପ୍ରାର୍ଥିପତ୍ର ଦାଖଲ ହୋଇଛି।

ସମିତିର ୩ଟି ଜୋନ ୬, ୧୪ ଓ ୧୫ରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରି ନ ଥିବା ଜଣାପଡିଛି। ହେଲେ ଜୋନ ୧ ପାଇଁ ସୀମାଞ୍ଚଳ ମିଶ୍ର ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଜୋନ ୨ରେ ମନୋଜ କୁମାର ମହାପାତ୍ର, ଜୋନ ୩ରେ ବିଘ୍ନରାଜ ପାଢୀ, ଜୋନ ୪ରେ ଉତ୍ତରବିହାରୀ ମହାପାତ୍ର, ଜୋନ ୫ରେ ରବୀନ୍ଦ୍ରନାଥ ଦାଶ, ଜୋନ ୭ରେ ବିପ୍ରଚରଣ ବେହେରା, ଜୋନ ୮ରେ ହିମାଂଶୁ ଶେଖର ଦାଶ, ଜୋନ ୯ରେ ସାରଦା ଦାଶ, ଜୋନ ୧୦ରେ ରୁପେଶ କୁମାର ସାହୁ, ଜୋନ ୧୧ରେ ସୁଷମା ସାହୁ, ଜୋନ ୧୨ରେ ମିହିର ରଞ୍ଜନ ପାଢୀ, ଜୋନ ୧୩ରେ ସସ୍ମିତା ଦାଶ ଡାଇରେକ୍ଟର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ ଅଧିକାରୀ ଭାବେ ବଡଖରିଡା ପଞ୍ଚାୟତ ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଦାଶ ଏବଂ ସମିତି ସମ୍ପାଦକ ଜି.ଲୋକନାଥ ଆଚାରି ନିର୍ବାଚନୀ କାର୍ଯ୍ୟ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri