୪୮ ଘଣ୍ଟା ମଧ୍ୟରେ ଆପରାଧିକ ତଥ୍ୟ ପ୍ରକାଶ କରନ୍ତୁ ପ୍ରାର୍ଥୀ: ନିର୍ବାଚନ କମିଶନର

ଭୁବନେଶ୍ୱର,୧୭।୧୦: ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ନିର୍ବାଚନ କମିଶନର (EC) ପ୍ରାର୍ଥୀଙ୍କୁ ଶୁକ୍ରବାର ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ୪୮ ଘଣ୍ଟା ମଧ୍ୟରେ ନିଜ ଆପରାଧିକ ତଥ୍ୟ ପ୍ରକାଶ କରିବାକୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଦ୍ରିତ ଗଣମାଧ୍ୟମ, ନିଜ ଅଫିସିଆଲ ସୋସିଆଲ ମିଡ଼ିଆରେ ତଥ୍ୟ ଦେବାକୁ ECଙ୍କ ପକ୍ଷରୁ କୁହାଯାଇଛି। ଏପରିକି ୱେବ୍‌ସାଇଇଟ ମାଧ୍ୟମରେ ମଧ୍ୟ ନିଜ ଆପରାଧିକ ତଥ୍ୟ ଦେଇପାରିବେ ବୋଲି ECଙ୍କ ପକ୍ଷରୁ ପ୍ରାର୍ଥୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ନିର୍ବାଚନରେ ​​ଚମତ୍କାର ପ୍ରଦର୍ଶନ ପରେ ପ୍ରଥମ ବୟାନ ଦେଲେ ବିଜୟଙ୍କ ମାତାପିତା, ପରିବର୍ତ୍ତନ….

୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ବହୁତ ଆଶ୍ଚର୍ଯ୍ୟଜନକ ପ୍ରମାଣିତ ହୋଇଛି । ସୁପରଷ୍ଟାର ବିଜୟଙ୍କ ଦଳ, ଟିଭିକେ ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନରେ ପ୍ରବେଶ…

ପଶ୍ଚିମବଙ୍ଗରେ ବିଜୟ ପରେ ପ୍ଲାନ ବି ପାଇଁ ପ୍ରସ୍ତୁତ ହେଉଛି ଭାଜପା: ପ୍ରଥମେ କରିବ ଏହି ୫ ବଡ଼ କାମ

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗର ନିର୍ବାଚନ ଇତିହାସରେ ଭାଜପା ନିରଙ୍କୁଶ ବହୁମତ ହାସଲ କରି ଏକ ନୂତନ ଅଧ୍ୟାୟ ଲେଖିଛି। ଦଳ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ୧୫ ବର୍ଷର ପୁରୁଣା…

ପଶ୍ଚିମବଙ୍ଗ ଫଳାଫଳ: ବାବା ରାମଦେବଙ୍କ ବିସ୍ଫୋରକ ବୟାନ, କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୪।୫: ଯୋଗଗୁରୁ ବାବା ରାମଦେବ ପଶ୍ଚିମବଙ୍ଗର ଫଳାଫଳ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ପାଞ୍ଚଟି ରାଜ୍ୟର ଦିଗ ଏବେ ସ୍ପଷ୍ଟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ପଛରେ ପଡିଲେ ଏମ୍‌. କେ. ଷ୍ଟାଲିନ୍‌

ଚେନ୍ନାଇ,୪।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ଡିଏମ୍‌କେ ସୁପ୍ରିମୋ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ କୋଲାଥୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ…

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ…

ଜିଲା ମଙ୍ଗଳ ବିଭାଗର ୨୨ ବିଦ୍ୟାଳୟର ଶତପ୍ରତିଶତ ପାସ

କୋରାପୁଟ,୪ା୫(ଅମିତାଭ ବେହେରା): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ମଙ୍ଗଳ ବିଭାଗ ଶତପ୍ରତିଶତ ସଫଳତା ହାସଲ କରିଛି। ମୋଟ ପାସ ହାର ୯୯ ପ୍ରତିଶତ ରହିଛି। ୩୭ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri