ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ

କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ଉପଖଣ୍ଡରେ ନାମାଙ୍କନପତ୍ର ଯାଞ୍ଚରେ ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ ହୋଇଥିବା ବେଳେ ଅନ୍ୟ ସବୁ କାଏମ ରହିଛି। ହରିଚନ୍ଦନପୁର ବ୍ଲକର ୩୩ ନମ୍ବର୍‌ ଜୋନରେ ନାମାଙ୍କନପତ୍ର ଦାଖଲ କରିଥିବା ଜେଏମ୍‌ଏମ୍‌ ପ୍ରାର୍ଥୀ ଫୁଲମଣି ମୁର୍ମୁଙ୍କ ନାମାଙ୍କନପତ୍ରରେ ଦସ୍ତଖତ ନ ଥିବାରୁ ଖାରଜ ହୋଇଥିବା ଜଣାପଡ଼ିଛି। ଦସ୍ତଖତ ନ ଥିବାରୁ ଖାରଜ ହୋଇଥିବା ତାଙ୍କ ଓକିଲ ସୁରଜ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଉଁଶ ଖୁଣ୍ଟରେ ବିଲ୍‌ ଟାଙ୍ଗି ଚାଲି ଯାଉଛନ୍ତି କର୍ମଚାରୀ

ବାରିପଦା ଅଫିସ, ୧୨ା୩- ଦୀର୍ଘ ୧୫ ଦିନରୁ ଊର୍ଦ୍ଧ୍ୱ ହେବ ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ତାରଯୋଡି ଗ୍ରାମର ୮୧ ପରିବାର ଅନ୍ଧାରରେ ରାତି...

ଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସ

ପାଟଣା,୨୫।୩(ସ୍ବ.ପ୍ର.): ସାରା ବିଶ୍ୱ କରୋନା ଭାଇରସକୁ ନେଇ ଆତଙ୍କିତ ଥିବା ବେଳେ ସରକାର ଓଡ଼ିଶାର ସମସ୍ତ ଜିଲାକୁ ମଙ୍ଗଳବାରଠାରୁ ଲକ୍‌ଡାଉନ କରିଛନ୍ତି। ଘରଭିତରେ ରହିବାକୁ ପୋଲିସ,...

ସଞ୍ଜ ହେଲେ ଧାନ ଫସଲ ଉଜାଡ଼ୁଛନ୍ତି ହାତୀ

ଚମ୍ପୁଆ,୩୦ା୬(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ ଆରମ୍ଭ ହୋଇଥିବା ବେଳେ ଚାଷୀ କୂଳରେ ଚିନ୍ତା ବଢିବାରେ ଲାଗିଛି। ବିଲରେ ପାଚିଲା ଧାନ ଏବେ ହାତୀଙ୍କ ଦ୍ୱାରା କ୍ଷତିଗ୍ରସ୍ତ...

୮ ସାର ଦୋକାନରେ ପ୍ରଶାସନର ଧରପଗଡ଼

କୋକସରା,୨୫।୭(ଡି.ଏନ୍‌.ଏ.): କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ସାର ଚାଲାଣ ଧରାପଡ଼ିବା ପରେ କଳାହାଣ୍ଡି ଜିଲା ପ୍ରଶାସନ ଏବଂ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଜାରି ରହିଛି। ଧର୍ମଗଡ଼...

ଖବର ପ୍ରକାଶ ପରେ ମୁକୁଳା ଟ୍ରାନ୍ସଫର୍ମର ଆଗରେ ନିର୍ମାଣ ହେଲା ପାଚେରି

ଗୋପବନ୍ଧୁ ନଗର,୨୪ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ବର୍ଷ ଧରି ଥିବା ଏକ ମୁକୁଳା ଟ୍ରାନ୍ସଫର୍ମର ଆଗରେ ସୁରକ୍ଷା ପାଚେରି ନିର୍ମାଣ...

ଦର୍ଶକଙ୍କ ମନ ମୋହିଲା କଳାହାଣ୍ଡି ଘୁମୁରା ନୃତ୍ୟ

ତାଳଚେର,୨୫ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଷଷ୍ଠ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ପୁରୀର ସ୍ବାମୀ ଅଖଣ୍ଡରାଜ ମହାରାଜ ଯୋଗ...

ବର୍ଷାଦିନେ ପୋଖରୀ ଖୋଳା

କେନ୍ଦୁଝର,୯।୮(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଅଞ୍ଚଳରେ ପୋଖରୀ ଖୋଳାରେ ମେଶିନ ବ୍ୟବହାର କରାଯିବା ସହ ବର୍ଷା ଦିନରେ ପୋଖରୀ ଖୋଳା ନେଇ ଅସନ୍ତୋଷ...

ଭଲି ଖେଳରୁ ଗୋଷ୍ଠୀ ସଂଘର୍ଷ: ୨୧ ଆହତ, ୧୧ ଗିରଫ

ଆର.ଉଦୟଗିରି,୨୬ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଥାନା ଖମାରିସାହି ଗ୍ରାମରେ ଭଲିଖେଳକୁ ନେଇ ଶନିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨୧ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚନ୍ଦ୍ରଗିରି, ଆର.ଉଦୟଗିରି ମେଡିକାଲରେ...

Advertisement
Archives

Model This Week