ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଶହୀଦ ସ୍ତମ୍ଭରେ ଲାଗିଛି ପ୍ରାର୍ଥୀଙ୍କ ପୋଷ୍ଟର

ଚିତ୍ରକୋଣ୍ଡା,୧୭।୨(ଡି.ଏନ.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଶହୀଦ ସ୍ତମ୍ଭରେ ପଞ୍ଚାୟତ ନିର୍ବାଚନରେ ଭାଗ ନେଇଥିବା ପ୍ରାର୍ଥୀ,ପ୍ରାର୍ଥତ୍ନୀଙ୍କ ଉଦ୍ଦେଶ୍ୟରେ ଲାଗିଛି ମାଓବାଦୀ ପୋଷ୍ଟର। ପାପରମେଟେଲା ପଞ୍ଚାୟତର ଯନ୍ତାପାଇ,ପଣସପୁଟ ପଞ୍ଚାୟତର ଗୋରାସେତୁ ଓ ମସୁରିଗୁଡା ହାଟ ନିକଟରେ ଥିବା ଶହୀଦ ସ୍ତମ୍ଭରେ ଏଭଳି ପୋଷ୍ଟର ଦେଖିବାକୁ ମିଳିଛି। ପୂର୍ବରୁ ଏହି ସବୁ ସ୍ତମ୍ଭରେ ମାଓବାଦୀଙ୍କ ପୋଷ୍ଟର ଓ ବ୍ୟାନର ଲାଗିବା ଦେଖିବାକୁ ମିଳୁଥିଲା। ମୃତ ମାଓବାଦୀଙ୍କ ନାମ ମଧ୍ୟ ଏହି ସ୍ତମ୍ଭଗୁଡିକରେ ଲେଖା ହେଉଥିଲା। ସୂଚନାଯୋଗ୍ୟ, ପୂର୍ବରୁ ଉକ୍ତ ଅଞ୍ଚଳରେ ମାଓବାଦୀଙ୍କ ହସ୍ତକ୍ଷେପ ଯୋଗୁ ଲୋକେ ନିର୍ବାଚନରେ ଭାଗ ନେବାକୁ ଡରୁଥିଲେ। ଏବେ ଆଉ ସେ ଭୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଦିନ ହେଲାଣି ମଣ୍ଡିରୁ ଉଠୁନି ଧାନ: ମାଲକାନଗିରି-ବାଲିମେଳା ରାସ୍ତା ଅବରୋଧ କଲେ ଚାଷୀ

କୋରୁକୋଣ୍ଡା,୬।୨(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ବାରମ୍ବାର ଚାଷୀ ମହଲରେ ଉତ୍ତେଜନା ଦେଖିବାକୁ ମିଳୁଛି। ବୁଧବାର ଜିଲାର ଗୋବିନ୍ଦପାଲିଠାରେ ମଣ୍ଡିରୁ ଧାନ ଉଠୁ ନ ଥିବା ହେତୁ ମାଲକାନଗିରି-ଜୟପୁର...

ତେଲେଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଅନୁମତି ଦେଲାନି ପ୍ରଶାସନ

ମାଲକାନଗିରି,୧୬ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ସେରପାଲ୍ଲୀ ପଞ୍ଚାୟତର ପଦରାଗୁଡ଼ା ଗ୍ରାମର ଜଣେ ବ୍ୟକ୍ତି କାମ କରିବା ପାଇଁ ତେଲେଙ୍ଗାନା ଯାଇଥିବା ବେଳେ କରୋନା ଯୋଗୁ...

ବୃଦ୍ଧାଙ୍କ ଘର କାନ୍ଥ ଭାଙ୍ଗି ୩୦ ହଜାର ଚୋରି

ଏମ୍‌ଭି ୭୯,୨୫ା୧୨(ଡି.ଏନ. ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଭୁବନପଲ୍ଲୀ ପଞ୍ଚାୟତର ଗୌଡ଼ଗୁଡା ଗ୍ରାମରେ ଜଣେ ବୃଦ୍ଧା ମାଡକାମୀ ଗାଙ୍ଗୀ (୬୬)ଙ୍କ ଘର କାନ୍ଥ...

ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ...

ମାଲକାନଗିରି-ଭଦ୍ରାଚଳମ୍‌ ରେଳଲାଇନ ସମ୍ପ୍ରସାରଣ କାମ ଆରମ୍ଭ ହେଉନି

ମାଲକାନଗିରି,୧୩ା୧୦ (ଡି.ଏନ୍‌.ଏ.): ଓଡ଼ିଶା ଏବଂ ତେଲଙ୍ଗାନା ସରକାରଙ୍କ ଦାବି ପରେ ଓଡ଼ିଶାର ମାଲକାନଗିରିଠାରୁ ତେଲଙ୍ଗାନାର ଭଦ୍ରାଚଳମ୍‌ ପର୍ଯ୍ୟନ୍ତ ରେଳଲାଇନ ସମ୍ପ୍ରସାରଣ ନିମନ୍ତେ ରେଲ୍‌ଓ୍ବେ ପକ୍ଷରୁ ବଜେଟରେ...

୧୯ ବର୍ଷରୁ କମ୍‌ କ୍ରିକେଟ ଦଳରେ ମାଲକାନଗିରିର ବିଟୁ ସାମିଲ

ମାଲକାନଗିରି,୨୫ା୧୨ (ସ.ପ୍ର.): ମାଲକାନଗିରି ଜିଲାର ବିଟୁ ଶାହା ଓଡିଶା କ୍ରିକେଟ ଦଳରେ ସାମିଲ ହୋଇଛନ୍ତି। ୧୯ ବର୍ଷରୁ କମ୍‌ ଓଡିଶା କ୍ରିକେଟ ଦଳରେ ସେ ସ୍ଥାନ...

ଲାଲ୍‌ବାହିନୀର ଲାଲ୍‌ ଘରେ କମ୍ପ୍ୟୁଟର ଶିକ୍ଷା

ଚିତ୍ରକୋଣ୍ଡା,୨୯ା୪(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ମାଓବାଦୀ ଉପଦୃତ ଆଦିବାସୀ ଅଧ୍ୟୁଷିତ ବହୁଳ ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ପଞ୍ଚାୟତ ନିକଟସ୍ଥ ଥିବା...

ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍‌ରେ ବାଜି ମାରିଲା ବିଜେଡି

ସୋରଡ଼ା,୨୬ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍‌ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ...

Advertisement
Archives

Model This Week