ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକଙ୍କୁ ଝୁରୁଛି ଗଞ୍ଜାମ ମାଟି, ଅମର ଆତ୍ମାର ସଦ୍‌ଗତି କାମନା କରି…

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ମାଷ୍ଟର ପଙ୍କଜ ବାରିକଙ୍କ ଅକାଳ ବିୟୋଗ ଘଟିଛି । ପୁଇଁତୋଳା ଚାରିସାହି ଗ୍ରାମ୍ୟ କମିଟିର ବରିଷ୍ଠ ସଦସ୍ୟ ଭାବେ ଗ୍ରାମର ବହୁ ଉନ୍ନୟନ କାର୍ଯ୍ୟରେ ନିଜକୁ ସାମିଲ କରିଥିଲେ । ଏଥିପାଇଁ ଗ୍ରାମ୍ୟ କମିଟି ପକ୍ଷରୁ ମା’ କନକ ଦୁର୍ଗା ମନ୍ଦିର ପ୍ରାଙ୍ଗଣରେ ସ୍ବର୍ଗତ ବାରିକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯିବା ସହ ଶୋକସଭା ଅନୁଷ୍ଠିତ ହୋଇଥିଲା । ଏଥିରେ କମିଟି ସଭାପତି, ସମ୍ପାଦକ ସହ ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri