କରୋନାରେ ପ୍ରାଣ ହରାଇଥିବା ବିଶିଷ୍ଟ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ସମୂହ ଦୀପଦାନ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ସତ୍ୟ ନଗର ଲେଡିଜ୍‌ ଫୋରମ ପକ୍ଷରୁ ଧନତେରସ ଅବସରରେ ସତ୍ୟନଗର କାଳୀମନ୍ଦିର ଛକଠାରେ ସମୂହ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଦୀପଦାନ କାର୍ଯ୍ୟକ୍ରମ କରୋନା ମହାମାରୀରେ ସମାଜର ଯେଉଁ ବିଶିଷ୍ଟ ବ୍ୟକ୍ତିମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ଆତ୍ମାର ସଦଗତି ନିମନ୍ତେ ଆୟୋଜିତ ହୋଇଥିଲା। ଫୋରମ୍‌ର ସମ୍ପାଦିକା ଅନୁରାଧା ଦାଶଙ୍କ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା। ଏଥିରେ ଅତିଥି ଭାବେ ଟ୍ରାଫିକ ଏସିପି ବିଷ୍ଣୁ ପାତ୍ରଙ୍କ ସମେତ ବହୁ ସମାଜସେବୀ ଯୋଗଦେଇ କରୋନା ଯୋଦ୍ଧାଙ୍କ ବିଷୟରେ ନିଜର ମନ୍ତବ୍ୟ ଦେବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri