Posted inଖେଳ

ବିଶ୍ୱ ହାଫ୍‌ ମାରାଥନରେ କାଣ୍ଡିଙ୍କ ନୂଆ ରେକର୍ଡ

ଭାଲେନ୍‌ସିଆ, ୭ା୧୨ (ଏପି)-ସ୍ପେନ୍‌ର ଭାଲେନ୍‌ସିଆରେ କେନିଆର କିବିଓଟ୍‌ କାଣ୍ଡି ବିଶ୍ୱ ପୁରୁଷ ହାଫ୍‌ ମାରାଥନରେ ନୂଆ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ୨୪ ବର୍ଷୀୟ କାଣ୍ଡି ୨୧ କିଲୋମିଟର (୧୩ ମାଇଲ) ବିଶିଷ୍ଟ ରେସ୍‌କୁ ୫୭ ମିନିଟ୍‌, ୩୨ସେକେଣ୍ଡରେ ଶେଷ କରିଥିଲେ। ୨୦୧୯ରେ ଜେଫ୍ରି କାମୋରରଙ୍କ ଦ୍ୱାରା ପ୍ରତିଷ୍ଠା ରେକର୍ଡକୁ ସେ ୨୯ ସେକେଣ୍ଡରେ ଭଙ୍ଗ କରିଦେଇଥିଲେ। ପରବର୍ତ୍ତୀ ୩ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ କାମ୍‌ଓରରଙ୍କ ପୂର୍ବ ରେକର୍ଡ ଟାଇମିଂର ପଛରେ ରହିଥିଲେ। ବିଶ୍ୱ ଚାମ୍ପିୟନ ଉଗାଣ୍ଡାର ଜାକବ କିପ୍ଲିମୋ ଦ୍ୱିତୀୟ ସ୍ଥାନରେ ହୋଇଥିବାବେଳେ ତାଙ୍କ ପଛକୁ କେନିୟାର ରୋନେକ୍ସ କିପ୍ରୁଟୋ ଓ ଆଲେକ୍‌ଜାଣ୍ଡର ମୁଟିସୋ ଯଥାକ୍ରମେ ୩ୟ ଓ ୪ର୍ଥ ହୋଇଥିଲେ। ଜେନ୍‌ଜେବେ ଡିବାବା ୧:୦୫:୧୮ ଟାଇମିଂରେ ମହିଳା ରେସ୍‌ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri