ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଧରିଲା ପୋଲିସ

ଚିତ୍ରକୋଣ୍ଡା,୧୭।୯: ଫିଲ୍ମ ଷ୍ଟାଇଲରେ ଗାଡ଼ିକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଜବତ କରିଛି ଚିତ୍ରକୋଣ୍ଡା ପୋଲିସ। ଚିତ୍ରକୋଣ୍ଡା ଥାନା ଅଧିକାରୀ ମୁକୁନ୍ଦ ମେଲେକାଙ୍କ ସୂଚନା ମୁତାବକ, ଶନିବାର ବିଳମ୍ବିତ ରାତିରେ ଆନ୍ଧ୍ର-ଓଡ଼ିଶା ସୀମାରେ ଓଡ଼ିଶା ପୋଲିସ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦ୍ରୁତଗତିରେ ଯାଉଥିବା ପୋଲିସ ଦେଖିବାକୁ ପାଇଥିଲା। ଏନେଇ ପୋଲିସ ପିକ୍‌ଅପ୍‌ ଭ୍ୟାନକୁ ପିଛା କରିଥିଲା।

କିଛି ଦୂର ପୋଲିସ ଗାଡିକୁ ଗୋଡ଼ାଇବା ପରେ ଗାଡିକୁ ଛାଡି ଅଭିଯୁକ୍ତମାନେ ଫେରାର ହୋଇଥିଲେ। ହେଲେ ପୋଲିସ ଗାଡି(ନଂ.ଏପି୦୭ଟିକେ-୦୪୬୬)କୁ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗାଡ଼ିରୁ ୯ କୁଇଣ୍ଟାଲ ୫୦ କେଜି ଗଞ୍ଜେଇ ଜବତ କରିଥିଲା। ଏନେଇ ଚିତ୍ରକୋଣ୍ଡା ଥାନାରେ ଏକ ମାମଲା (ନଂ.୧୭୭/୨୦୨୩) ରୁଜୁ ହୋଇଛି। ପୋଲିସ ମାମଲାର ତଦନ୍ତ କରି ଅଭିଯୁକ୍ତଙ୍କୁ ଧରିବା ନେଇ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?