ଗଞ୍ଜେଇ ମାଫିଆ ଗିରଫ, ୩ଲକ୍ଷ ୩୦ ହଜାର ଜବତ

ଜୟପୁର, ୧୪।୧୧ (ଡି.ଏନ୍‌.ଏ.)
କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜେଇ ମାଫିଆ ଇମ୍ରାନ ଖାଁ ଓରଫ ରାଜା(୨୪)ଙ୍କୁ ବୋରିଗୁମ୍ମା ଥାନା ଅଧୀନ କୁନ୍ଦରୀଗୁଡା ଗ୍ରାମରୁ ଗିରଫ କରିଛି। ତାଙ୍କ ନିକଟରୁ ୩ଲକ୍ଷ ୩୦ ହଜାର ଟଙ୍କା, ୩ଟି ମୋବାଇଲ ଜବତ କରାଯାଇଛି। ଇମ୍ରାନଙ୍କ ନାମରେ ଜିଲାର ଏକାଧିକ ଥାନାରେ ୧୦ରୁ ଅଧିକ ଲୁଟ୍‌, ଡକାୟତି, ଗଞ୍ଜେଇ ଚାଲାଣ ଭଳି ମାମଲା ରହିଛି। ପୋଲିସ ତାଙ୍କୁ ଖୋଜୁଥିବା ବେଳେ ସେ ଫେରାର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟି ରାସ୍ତା ସିଲ୍‌ ଖୋଲିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କନ୍ଧମାଳ ଏବଂ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରାସ୍ତାକୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ସିଲ୍‌ କରାଯାଇଥିଲା ଯାହା ସୋମବାର ସକାଳୁ ସିଲ୍‌...

ନିର୍ବନ୍ଧ ସରିଥିଲା, ୨୩ରେ ହୋଇଥାନ୍ତା ବାହାଘର

ବରୀ,୨୦।୫(ଡି.ଏନ.ଏ.): ନିର୍ବନ୍ଧ ହୋଇ ସରିଥିଲା। ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା। ଆସନ୍ତା ୨୩ ତାରିଖ ରବିବାର ହୋଇଥାନ୍ତା ବାହାଘର। ମାତ୍ର ବିବାହର ଦିନ କେଇଟା ପୂର୍ବରୁ...

ବେଣୀପୁର ଘାଇ ମରାମତିରେ ଅନିୟମିତତା: ବାଲିବସ୍ତାରେ ପୋତା ହେଉଛି

କେନ୍ଦ୍ରାପଡା ଅଫିସ୍‌/ଡେରାବିଶ (ସ୍ବ.ପ୍ର,), ୧୪।୯: କେନ୍ଦ୍ରାପଡା ଜଳସମ୍ପଦ ବିଭାଗ ଅଧୀନ ଡେରାବିଶ ବ୍ଲକ ବେଣୀପୁରଠାରେ ବିରୂପା ନଦୀ ଘେରିବନ୍ଧ ଗତ ବନ୍ୟାରେ ଭାଙ୍ଗିଯାଇଛି। ପ୍ରାୟ ୧୦୦ଫୁଟର...

ପଟ୍‌ଲାଇନ ପୂଜା କମିଟି ମେଢ଼: ଆକର୍ଷଣୀୟ ସାଜସଜ୍ଜାକୁ ଗୁରୁତ୍ୱ

ବଅଁରପାଳ, ୧୪।୯ (ଡି.ଏନ୍‌.ଏ) – ଦିନ କେଇଟା ପରେ ନାଲ୍‌କୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା। ଏଥିପାଇଁ ସମଗ୍ର ନାଲକୋ ନଗର ଏବେଠାରୁ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତ...

ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୨୫।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଶୁକ୍ରବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ବ୍ୟବହୃତ ଲୁହାବିମ୍‌ର...

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର...

ସ୍କୁଟି ଡିକି ଭାଙ୍ଗି ୧.୪୦ ଲକ୍ଷ ଟଙ୍କା ଲୁଟ୍‌

ପାରାଦୀପ,୧୪ା୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ବ୍ୟାଙ୍କ ଲେନ୍‌ରୁ ବୁଧବାର ଦୁର୍ବୃତ୍ତ ଏକ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ୪୦ ହଜାର ଟଙ୍କା ଲୁଟ୍‌...

ବିଧାୟକ ପ୍ରତିନିଧିଙ୍କ ଭାଇଙ୍କୁ ଅପହରଣ: ବ୍ୟବହୃତ ଗାଡି ଜବତ

ବାସୁଦେବପୁର,୧୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାଶଙ୍କ ବଡ଼ ଭାଇ ଅଶୋକ କୁମାରଙ୍କୁ ଶନିବାର ରାତିରେ ଅପହରଣ କରାଯାଇଥିବା ବାସୁଦେବପୁର ଥାନାରେ...

Advertisement
Archives

Model This Week