ବାହାଘର କାର୍ଡ ବାଣ୍ଟିବା ନାଁରେ ଚାଲାଣ ହେଉଥିଲା ଗଞ୍ଜେଇ, ଧରିଲା ଅବକାରୀ

ଅନୁଗୋଳ ଅଫିସ,୩।୩: ଅନୁଗୋଳ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଦୁଇଟି ପୃଥକ ସ୍ଥାନରେ ଚଢାଉ କରି ମୋଟ୍‌ ୧୦୮ କୁଇଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଚୋରା ଚାଲାଣରେ ବ୍ୟବହୃତ ଏକ କାର୍‌ ଓ ବୋଲେରୋକୁ ଜବତ କରିବା ସହ ୬ ଜଣ ଅଭିଯୁକ୍ତ ବନ୍ଧା ହୋଇଛନ୍ତି। ଅଭିଯୁକ୍ତମାନେ ବୌଦ୍ଧରୁ ଗଞ୍ଜେଇ ବାଲେଶ୍ୱର ଚାଲାଣ କରୁଥିବା ଅବକାରୀ ବିଭାଗକୁ ସୂଚନା ମିଳିଥିଲା। ଏହାପରେ ଅବକାରୀ ଟିମ୍‌ ଯାଞ୍ଚ କରିଥିଲେ। ତେବେ ବଇଣ୍ଡା ଛକ ଠାରୁ ଏକ କାର୍‌କୁ ଜବତ କରି ୪୮ କେଜି ଓ ମୁଣ୍ଡାସାହି ଛକ ଠାରୁ ଲେରୋ ସହ ୬୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ଟିମ୍‌। ଏଥିସହ ଗାଡିରେ ଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ବାହାଘର କାର୍ଡ ବାଣ୍ଟି ଯାଉଛୁ କହି ଅଭିଯୁକ୍ତମାନେ ଆଳ ଦେଖାଇଥିଲେ ହେଁ ଅବକାରୀ ଅଧିକାରୀଙ୍କ ଆଖିରୁ ବର୍ତ୍ତି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

କିଏ ହେବ ଆଶା ଭୋସଲେଙ୍କ ସମ୍ପତ୍ତିର ଉତ୍ତରଧିକାରୀ? ୟାଙ୍କୁ ମିଳିବ କୋଟି କୋଟି ଟଙ୍କାର ସମ୍ପତ୍ତି…

ମୁମ୍ୱାଇ: ବଲିଉଡର ପ୍ରସିଦ୍ଧ ଗାୟିକା ଆଶା ଭୋସଲେ ଆଉ ଆମ ମଧ୍ୟରେ ନାହାନ୍ତି। ଆଠ ଦଶନ୍ଧି ଧରି ହିନ୍ଦୀ ସିନେମାକୁ ତାଙ୍କର ସୁମଧୁର କଣ୍ଠସୱରରେ ସୁନ୍ଦର କରିଥିବା…

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri