ଯାନବାହନ ଯାଞ୍ଚ ସମୟରେ କାରରୁ ଗଞ୍ଜେଇ ଜବତ

ସୋରଡ଼ା,୨୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସମୟରେ ଏକ କାରରୁ ଗଞ୍ଜେଇ ଜବତ ହୋଇଛି। (ଓ ଆର ୦୫ଏ କ୍ୟୁ ୬୭୬0)ବିଶିଷ୍ଟ କାରରୁ ୩୫ କେଜି ୪୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ଗାଡି ଚାଳକ କୋଦଳା ଥାନା କାଳିମେଘୀ ଗ୍ରାମର ସଞ୍ଜୟ ଜେନା ୨୫ଙ୍କୁ ଗିରଫ କରାଯାଇଛି । ଆଇଆଇସି ରମେଶ କୁମାର ପ୍ରଧାନଙ୍କ ସୂଚନା ଅନୁଯାଇ, ରବିବାର ସକାଳେ ଏସ୍‌ଆଇ ଆର୍ତ୍ତତ୍ରାଣ ଯାନି, ସୁନୀଲ କଣ୍ଡୋଗୋରୀ ପାଟପଲ୍ଲୀଠାରେ ଯାନବାହନ ଯାଞ୍ଚ କରୁଥିବା ବେଳେ ଦାରିଙ୍ଗବାଡିରୁ କୋଦଳା ଯାଉଥିବା ଉକ୍ତ କାରକୁ ଅଟକାଇଥିଲେ । ସେଥିରୁ ଗଞ୍ଜେଇ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରାଧା ଗିରିଧାରୀ ଆଶ୍ରମରେ ଝୁଲଣ ଯାତ୍ରା, ଜାରି ରହିଛି ୨୩ବର୍ଷର ପରମ୍ପରା

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଶ୍ରାବଣ ଶୁକ୍ଲପକ୍ଷ ଏକାଦଶୀ ଠାରୁ ଶ୍ରାବଣ ପୂର୍ଣ୍ଣିମା ପର୍ଯ୍ୟନ୍ତ କୁଲାଡ଼ ରାଧା ଗିରିଧାରୀ ଆଶ୍ରମ ଠାରେ ମହା ଆଡମ୍ବର ସହକାରେ ପବିତ୍ର ଝୁଲଣ ଯାତ୍ରା…

ଘୁମୁସର ପୁରୋହିତ ବ୍ରାହ୍ମଣ ସମିତି ସଭାଗୃହର ଶିଳାନ୍ୟାସ: ଜମିଦାତା ବିଷ୍ଣୁ ପ୍ରସାଦ ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଜମି ଚାଖଣ୍ଡେ ପାଇଁ ବିଭିନ୍ନ ସମୟରେ ଲୋକଙ୍କ ମଧ୍ୟରେ ବିବାଦ ଓ ହିଂସା ହେଉଛି । କିନ୍ତୁ ଏବେବି ଲୋକଙ୍କ ଉନ୍ନତି ପାଇଁ ନିଜ…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri